୨୯ରେ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ମାଟ୍ରିକ ପରୀକ୍ଷା ଫଳକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଥିଲା। ତେବେ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ଘଟିଛି। ଚଳିତମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସୋମବାର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ବୋର୍ଡର ୨ଟି ଓ୍ବେବ୍‌ସାଇଟ୍‌ ଏବଂ ଏସ୍‌ଏମସ୍‌ ଜରିଆରେ ଛାତ୍ରୀଛାତ୍ର ଏହି ପରୀକ୍ଷା ଫଳ ଜାଣିପାରିବେ। ଓ୍ବେସାଇଟ୍‌ http://www.bseodisha.nic.in/ ଏବଂ www.bseodisha.ac.nicରେ ମାଟ୍ରିକ ଫଳାଫଳ ଉପଲବ୍ଧ ହେବ। ଏହାସହ ମୋବାଇଲରୁ ୫୬୭୬୭୫୦ରେ ଏସ୍‌ଏମ୍‌ଏସ୍‌ କଲେ ମଧ୍ୟ ଛାତ୍ରୀଛାତ୍ର ନିଜ ଫଳାଫଳ ଜାଣିପାରିବେ।
ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ଏ ବର୍ଷ ୨ ହଜାର ୮ ଶହ ୮୮ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri