Posted inଖେଳ

ଡୋପ୍‌ ଟେଷ୍ଟରେ ବିଫଳ ହୋଇ ୨ ବର୍ଷ ବାସନ୍ଦ ହେଲେ ଏହି ଯୁବ କ୍ରିକେଟର୍‌

ଢାକା, ୨୭।୭: ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ଯୁବ ଦ୍ରୁତ ବୋଲର କାଜି ଅନିକ୍‌ ଇସ୍‌ଲାମଙ୍କୁ ୨ ବର୍ଷ ଲାଗି ବାସନ୍ଦ କରିଛି। ୨୦୧୮ରେ ହୋଇଥିବା ଏକ ଡୋପ୍‌ ଟେଷ୍ଟରେ କାଜି ବିଫଳ ହେବାରୁ ବିସିବି ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ୨୦୧୮ରେ ଅନୁଷ୍ଠିତ ହୋଇଥିବା ଆଇସିସି ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ୍‌ରେ କାଜି ବାଂଲାଦେଶ ପକ୍ଷରୁ ସର୍ବାଧିକ ଉଇକେଟ୍‌ ହାସଲକାରୀ ବୋଲର ରହିଥିଲେ। ସେହିବର୍ଷ ଜାତୀୟ କ୍ରିକେଟ୍‌ ଲିଗ୍‌ ସମୟରେ ହୋଇଥିବା ଡୋପ୍‌ ଟେଷ୍ଟରେ କାଜିଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ସେ ମେଥାମଫେଟାମାଇନ ନାମକ ଏକ ନିଷିଦ୍ଧ ପଦାର୍ଥ ସେବନ କରିଥିବା ଜଣାପଡ଼ିଥିଲା। ୨୧ ବର୍ଷୀୟ ଏହି ବାଂଲାଦେଶ ଦ୍ରୁତ ବୋଲର ନିଜ ଦୋଷ ମଧ୍ୟ ସ୍ବୀକାର କରିଛନ୍ତି। ତାଙ୍କର ୨ ବର୍ଷର ବାସନ୍ଦାଦେଶ ୮ ଫେବ୍ରୁୟାରୀ ୨୦୧୯ରୁ ଆରମ୍ଭ ହେବ। କାଜି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବାଦ୍‌ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ମଧ୍ୟ ପ୍ରତିନିଧିତ୍ୱ କରି ୧୫ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri