ବରଗଡ଼ ଜିଲାରୁ ୧୦ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮୬

ବରଗଡ଼ ଅଫିସ, ୨୮।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଅତାବିରା ଏନ୍‌ଏସିର କଣ୍ଟେନମେଣ୍ଟ ଅଞ୍ଚଳରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ଅନ୍ୟଜଣକ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ. ୧୩ର ଅଟନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୬ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୧୨ ଜଣ ସୁସ୍ଥ ହୋଇଛନ୍ତି। ୭୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri