କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଥିବା ଅପରାହ୍ନରେ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୨ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୭, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri