Odisha Elections 2024

ରିୟା ଚର୍କବର୍ତ୍ତୀଙ୍କ ନାମରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଲେ ସୁଶାନ୍ତଙ୍କ ବାପା; ଦାୟର କଲେ ଏତଲା

ବମ୍ବେ: ଦିନକୁ ଦିନ ନୂଆ ମୋଡ଼ ନେଉଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା। ଏବେ କଥିତ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ନାମରେ ସୁଶାନ୍ତଙ୍କ ବାପା କେ.କେ ସିଂହ ପାଟଣାର ରାଜୀବନଗର ଥାନାରେ ଏତଲା ଦାୟର କରିଛନ୍ତି। ରିୟା ସୁଶାନ୍ତଙ୍କଠାରୁ ଟଙ୍କା ନେଇଛନ୍ତି ଏବଂ ତାଙ୍କୁ ସୁଇସାଇଡ୍‌ ପାଇଁ ଉସୁକାଇଛନ୍ତି। ଏହାଛଡ଼ା ବମ୍ବେ ପୋଲିସ କରୁଥିବା ଯାଞ୍ଚ ଉପରେ ତାଙ୍କୁ ଭରସା ନ ଥିବା ସେ ଦର୍ଶାଇଛନ୍ତି।

କେ.କେ. ସିଂହ ରିୟା ଓ ତାଙ୍କ ପରିବାର ଉପରେ ଆହୁରୀ ଗମ୍ଭୀର ଆରୋପ ଲଗାଇଛନ୍ତି। ରିୟା ସୁଶାନ୍ତଙ୍କୁ ପ୍ରତାରଣା କରିଥିଲେ। ତାଙ୍କ ପଇସା ନେଇଯିବା ସହ ପରିବାର ସହ ସମ୍ପର୍କ ତୁଟାଇ ଦେଇଥିଲେ ବୋଲି ସେ କହିଛନ୍ତି।

ଅଭିଯୋଗ ପରେ ମାମଲାର ଯାଞ୍ଚ ପାଇଁ ପାଟଣାର ୪ଜଣିଆ ଟିମ୍‌ ବମ୍ବେ ଆସିଛି। ବମ୍ବେ ପୋଲିସଠାରୁ ସୁଶାନ୍ତଙ୍କ ହତ୍ୟା ସହ ଜଡ଼ିତ କାଗଜପତ୍ର ସେମାନେ ନେବେ। ଏହାଛଡ଼ା ରିୟାଙ୍କୁ ପଚରାଉଚରା କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍‌, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ

ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଲୋପେଜ୍‌। ବେନ୍‌ ଆଫ୍‌ଲେକ୍‌ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ...

ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!

ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍‌ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri