ରିୟାଙ୍କ ନାମରେ ଏତଲା ପରେ ଏଭଳି ପୋଷ୍ଟ କଲେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା, ଲେଖିଲେ..

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବେଳକୁ ବେଳ ନୂଆ ମୋଡ ଆସିଛି। ଘଟଣାର ଦେଢ଼ ମାସ ପରେ ଅଭିନେତାଙ୍କ ବାପା ବଡ଼ ଖୁଲାସା କରିଛନ୍ତି। ଏପରିକି ଅଭିନେତ୍ରୀ ତଥା ସୁଶାନ୍ତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ପାଟଣା ଥାନାରେ ସେ ଅଭିଯୋଗ କରିବା ପରେ ପୋଲିସ ତତ୍ପର ହୋଇଉଠିଛି। ଏସବୁ ଭିତରେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା ଲେଖଣ୍ଡେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି ସବୁବେଳେ ସତର ଜିତାପଟ ହୁଏ। ଏହା ଏବେ ଭାଇରାଲ ହେବାରେ ଲାଗିଛି। ଅଙ୍କିତାଙ୍କ ପୋଷ୍ଟ ସୁଶାନ୍ତଙ୍କ ମୃତ୍ୟୁର ତଦନ୍ତ ଦିଗକୁ ଇଙ୍ଗିତ କରୁଛି। ସୁଶାନ୍ତଙ୍କ ପ୍ରଶଂସକମାନେ ଏଥିରେ ପ୍ରତିକ୍ରିୟା ରଖୁଛନ୍ତି।

 

View this post on Instagram

 

A post shared by Ankita Lokhande (@lokhandeankita) on

କହିରଖୁଛୁ, ସୁଶାନ୍ତଙ୍କ ବାପା କେ.କେ ସିଂହ ରିୟାଙ୍କ ଉପରେ ଗମ୍ଭୀର ଅଭିଯୋଗ କରିଛନ୍ତି। ରିୟା ସୁଶାନ୍ତଙ୍କୁ ପରିବାରଠାରୁ ଦୂରେଇ ନେଇଥିଲେ। ସୁଶାନ୍ତଙ୍କ ନମ୍ବର ବଦଳାଇ ଦେଇଥିଲେ। ଏପରିକି ସୁଶାନ୍ତଙ୍କ ଟଙ୍କା ଉପରେ ନଜର ରଖିଥିଲେ। ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ସେ ଉସୁକାଇଥିବା ମଧ୍ୟ ସେ କହିଛନ୍ତି। ଏହାପରେ ବିହାରର ପୋଲିସ ଟିମ୍‌ ବମ୍ବେରେ ପହଞ୍ଚି ବିଭିନ୍ନ ଦିଗରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri