କରୋନାକୁ ହରାଇଲେ ଗଞ୍ଜାମର ୮୫ ବର୍ଷୀୟ ଅଭିମନ୍ୟୁ: ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା

ଛତ୍ରପୁର,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମର ଜଣେ ୮୫ ବର୍ଷୀୟ ବୃଦ୍ଧ କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ, ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କୋଭିଡ୍‌-୧୯ରୁ ସୁସ୍ଥ ହେବା ଖବର ସମଗ୍ର ରାଜ୍ୟ ପାଇଁ ଏକ ଖୁସିର ବିଷୟ। ପରିଣତ ବୟସରେ ବି ସେ ଦେଖାଇଥିବା ଦୃଢ଼ ମନୋବଳ ଓ ସାହସିକତା ବାସ୍ତବରେ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri