କଟକରୁ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୭-କଟକ ସହରରୁ ଗୁରୁବାର ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୦ଟି କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ ସରକାରୀ କ୍ୱାରାଣ୍ଟାଇନରେ ଥିବାବେଳେ ୩୩ଜଣ ହୋମ କ୍ୱାରାଣ୍ଟାଇନରେ ରହିଥିଲେ। ସେହିପରି ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ଷଣ୍ଢପୁରରୁ ଜଣେ, ଯୋବ୍ରା ଦାସସାହିରୁ୨ ଜଣ, ତେଲେଙ୍ଗା ବଜାରରୁ ଜଣେ, ସିଡିଏ ସେକ୍ଟର ୧୧ରୁ ଜଣେ, ମଠସାହିର ୫୯ ବର୍ଷୀୟ କରୋନା ଯୋଦ୍ଧା, ଦେଉଳ ସାହିର ୫୫ ବର୍ଷୀୟ କରୋନା ଯୋଦ୍ଧା। ଠିକ ସେହିପରି ତୁଳସୀପୁର ପୋଲିସ ଷ୍ଟେସନ ନିକଟରୁ ଜଣେ ୩୨ ବର୍ଷୀୟ ଯୁବକ, ବକ୍ସି ବଜାରରୁ ଜଣେ ୩୨ ଓ ୨୭ ବର୍ଷୀୟ କରୋନା ଯୋଦ୍ଧା, ଓଡିଆ ବଜାରରୁ ଜଣେ ୨୮ ବର୍ଷୀୟା ଯୁବତୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କଟକ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮୪ରେ ପହଁଚିଥିବା ବେଳେ ୩୨୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୦ଜଣ ପ୍ରାଣ ହରାଇଥିବା ବେଳେ ୫୪୭ଟି ସକ୍ରିୟ କେସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ, ମୃତ ଆତଙ୍କୀଙ୍କୁ ବଡଦିନର ଦେଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୬।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଉତ୍ତର-ପଶ୍ଚିମ ନାଇଜେରିଆରେ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ବିରୁଦ୍ଧରେ ଏକ ଘାତକ ଆକ୍ରମଣ ଆରମ୍ଭ କରିଛନ୍ତି। ଟ୍ରୁଥ୍ ସୋସିଆଲ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri