ନୂଆଦିଲ୍ଲୀ,୩୧।୭ -ଆର୍ଥତ୍କ ବର୍ଷ ୨୦୧୮-୧୯ ଲାଗି ଆୟକର ରିଟର୍ନ (ଆଇଟିଆର୍) ପଇଠ କରିବା ସୀମାକୁ ସରକାର ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ବଢ଼ାଇଛନ୍ତି। ବର୍ତ୍ତମାନ କରୋନା ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଆୟକରଦାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଆୟକର ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଆୟକର ବିଭାଗର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଆର୍ଥତ୍କ ବର୍ଷ ୨୦୧୮-୧୯ ଲାଗି ରିଟର୍ନ ଫାଇଲ କରିବା କ୍ଷେତ୍ରରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହା ପୂର୍ବରୁ ରିଟର୍ନ ଫାଇଲ କରିବାର ଶେଷ ତାରିଖ ଜୁଲାଇ ୩୧ ରହିଥିଲା,ଯାହାକୁ ବର୍ତ୍ତମାନ ସେପ୍ଟେମ୍ବର ୩୦ କରାଯାଇଛି। ସୂଚନାଯୋଗ୍ୟ, ୨୦୧୮-୧୯ର ମୂଳ କିମ୍ବା ସଂଶୋଧିତ ଆଇଟି ରିଟର୍ନ ଭରିବାର ଶେଷ ତାରିଖକୁ ତୃତୀୟ ଥର ଲାଗି ବଢ଼ାଯାଇଥିବା ଜଣାପଢ଼ିଛି।
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...
ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍! ଭାରତ ସଂସଦୀୟ ଇତିହାସରେ ପ୍ରଥମ?
ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...
ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...
Archives


