ଅଗଷ୍ଟରେ ୧୭ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ଆପଣଙ୍କର ଯଦି ବ୍ୟାଙ୍କରେ ଜରୁରୀ କାମ ଥାଏ ତେବେ ଆଜି ହିଁ ସାରିଦିଅନ୍ତୁ। କାରଣ ଅଗଷ୍ଟ ମାସରେ ପ୍ରାୟ ୧୭ ଦିନ ବ୍ୟାଙ୍କ ବନ୍ଦ ରହିବ। ଏମିତିରେ ସମସ୍ତେ ଜାଣନ୍ତି ପ୍ରତି ସପ୍ତାହର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ବ୍ୟାଙ୍କ ବନ୍ଦ ରହିଥାଏ। ୧ ଅଗଷ୍ଟ ମାସର ପ୍ରଥମ ଶନିବାର। ଏହି ହିସାବରେ ବ୍ୟାଙ୍କ ଖୋଲା ରହିବା କଥା। ମାତ୍ର ବକ୍ରିଇଦ୍‌ ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ୨ ଅଗଷ୍ଟ ରବିବାର। ତେଣୁ ବ୍ୟାଙ୍କ ବନ୍ଦ ରହିବ। ୩ରେ ରକ୍ଷାବନ୍ଧନ। ଏହି ଦିନ ମଧ୍ୟ ବ୍ୟାଙ୍କ ବନ୍ଦ। ଅଗଷ୍ଟ ମାସରେ ପ୍ରଥମ ସପ୍ତାହ ୩ରୁ୯ ତାରିଖ ପର୍ଯ୍ୟନ୍ତ। ୪-୭ ଅଗଷ୍ଟ ଚାରିଦିନ ବ୍ୟାଙ୍କ କାର୍ଯ୍ୟ ଚାଲୁ ରହିବ। ୮ ଅଗଷ୍ଟ ମାସର ଦ୍ୱିତୀୟ ଶନିବାର ତେଣୁ ବ୍ୟାଙ୍କ ବନ୍ଦ ରହିବ। ୯ ରବିବାର। ୧୦ରେ ଦ୍ୱିତୀୟ ସପ୍ତାହ ଆରମ୍ଭ ହେବ। ଏହା ୧୬ ପର୍ଯ୍ୟନ୍ତ। ସପ୍ତାହର ପ୍ରଥମ ଦିନ ବ୍ୟାଙ୍କ ଖୋଲା ରହିବ। ୧୨ରେ ଜନ୍ମାଷ୍ଟମୀ। ଏହି ଅବସରରେ ବ୍ୟାଙ୍କ ଛୁଟି। ୧୩ରେ ଆଞ୍ଚଳିକ ଛୁଟି। ୧୫ରେ ସ୍ବାଧୀନତା ଦିବସ। ଏହା ମଧ୍ୟ ଜାତୀୟ ଛୁଟି ଦିବସ। ୧୬ରେ ରବିବାର। ତୃତୀୟ ସପ୍ତାହ ୧୭ରୁ ୨୩ ପର୍ଯ୍ୟନ୍ତ। ୨୦ ରେ ଶ୍ରୀମନ୍ତ ଶଙ୍କରାଦେବଙ୍କ ତିଥି। ଏବଂ ୨୧ରେ ହରିତାଲିକା ଅବସରରେ ବ୍ୟାଙ୍କ ଛୁଟି। ୨୨ ତାରିଖ ହେଉଛି ମାସର ଚତୁର୍ଥ ଶନିବାର। ଏଥିପାଇଁ ବ୍ୟାଙ୍କ ବନ୍ଦ ରହିବ। ୨୩ରେ ରବିବାର। ତେଣୁ ଏଥିପାଇଁ ମଧ୍ୟ ବ୍ୟାଙ୍କ ଛୁଟି। ଅଗଷ୍ଟ ୨୪ରୁ ଚତୁର୍ଥ ସପ୍ତାହ ଆରମ୍ଭ। ଏହା ୩୦ ପର୍ଯ୍ୟନ୍ତ ରହିବ। ଏହି ସପ୍ତାହ ଅର୍ଥାତ୍‌ ୨୯ରେ ମହରମ। ତେଣୁ ବ୍ୟାଙ୍କ ଛୁଟି। ୩୦ରେ ରବିବାର ଏବଂ ୩୧ରେ ଇନ୍ଦ୍ରଯାତ୍ରା ଯୋଗୁ ମଧ୍ୟ ବ୍ୟାଙ୍କ ଛୁଟି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri