ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ଟି୨୦ ବିଶ୍ୱକପ ଫାଇନାଲ, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୪।୨: ICC ଟି-୨୦ ବିଶ୍ୱକପ ୨୦୨୬ ବର୍ତ୍ତମାନ ରୋମାଞ୍ଚକର ସୁପର ୮ ପର୍ଯ୍ୟାୟରେ ଚାଲିଛି। ସୁପର ୮ ପର୍ଯ୍ୟାୟର ଶ୍ରେଷ୍ଠ ଚାରିଟି ଦଳ ସେମିଫାଇନାଲକୁ ଯିବେ, ଏବଂ ସେହି ସେମିଫାଇନାଲ ମ୍ୟାଚର ବିଜେତାମାନେ ମାର୍ଚ୍ଚ…

କାର୍‌ ଧକ୍କାରେ ଛାତ୍ର ଆହତ: ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍କୁଲ ବାହାରେ ଅଟକ ରଖି ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ମୋହନା,୨୪।୨( ମନ୍ମଥ ମିଶ୍ର ) : ବିଦ୍ୟାଳୟ ସମ୍ମୁଖରେ କାର୍‌ ଧକ୍କାରେ ଛାତ୍ର ଆହାତ। ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ନାୟିକାଙ୍କୁ ନେଇ ଖୋଲାଖୋଲି ଏମତି କହିଦେଲେ ଅନିଲ କପୁର

ଏଭରଗ୍ରୀନ୍‌ ଅଭିନେତା ଅନିଲ କପୁର ଫିଲ୍ମ ‘ସୁବେଦାର’ରେ ନଜର ଆସିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସେ ଏକ ଶକ୍ତିଶାଳୀ ଭୂମିକାରେ ଅଭିନୟ କରିବେ। ଫିଲ୍ମର ପ୍ରଭାବଶାଳୀ ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ପ୍ରଶଂସା…

ଉଡାଣ ଭରିବାର କିଛି ସମୟ ପରେ ସମୁଦ୍ରରେ କ୍ରାସ ଲ୍ୟାଣ୍ଡ କଲା ପବନ ହଂସ ହଲିକପ୍ଟର

ନୂଆଦିଲ୍ଲୀ,୨୪।୨: ମଙ୍ଗଳବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି। ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ପବନ ହଂସ ହେଲିକପ୍ଟରଟି ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା,…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର…

ବେଡ୍‌ରୁମ୍‌ AC ଉପରେ ବସିଥିଲା ସାପ, ହଠାତ୍‌ ଘଟିଲା….ଦେଖନ୍ତୁ Video

ନୂଆଦିଲ୍ଲୀ,୨୪।୨: ସାଧାରଣତଃ ଗ୍ରୀଷ୍ମ ଋତୁରେ ଲୋକେ ରୁମ୍‌ରେ ବସି ଏସିର ମଜା ନିଅନ୍ତି। କିନ୍ତୁ ସେଇ ଏସିରେ ଯଦି ଏକ ବିପଦଜନକ ପ୍ରାଣୀକୁ ଦେଖନ୍ତି ତେବେ ଭୟଭୀତ ହେବା ସ୍ବାଭାବିକ କଥା। ସୋସିଆଲ ମିଡିଆରେ…

ଏହି ନାଁରେ ପରିଚିତ ହେବ କେରଳ, ନାମ ପରିବର୍ତ୍ତନ ନିଷ୍ପତ୍ତିକୁ କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର କେରଳର ନାମ ପରିବର୍ତ୍ତନ କରାଯାଇ “କେରଳମ” କରିବାକୁ ଅନୁମୋଦନ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମ “କେରଳମ” ରଖିବା ପାଇଁ ଦାବି ହୋଇଆସୁଛି।…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

କେନ୍ଦ୍ର ଦେଇଛି ୧୦ ହଜାର ୭୨୭ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କଠାରୁ ବିଭିନ୍ନ ଯୋଜନାରେ ପାଇବାକୁ ଥିବା ଅର୍ଥ ମଧ୍ୟରୁ ପ୍ରାୟ ୨୫ ପ୍ରତିଶତ ମିଳିଛି। ଚଳିତ ଆର୍ଥିକବର୍ଷ ଶେଷ ହେବାକୁ ହାତରେ ଆଉ ୩୬ଦିନ ରହିଥିବାବେଳେ ବଜେଟ ଅନୁଯାୟୀ, କେନ୍ଦ୍ର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୭ ମୃତ

ରାଞ୍ଚି,୨୪।୨: ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର,…

ଆଜିଠୁ ଆମେରିକାରେ ଟ୍ରମ୍ପ୍‌ ଟାରିଫ୍‌ ଆଦାୟ ବନ୍ଦ

ଓ୍ବାଶିଂଟନ,୨୪।୨: ବିଭିନ୍ନ ଦେଶରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଲଗାଇଥିବା ଟାରିଫ୍‌କୁ ସେଠାର ସୁପ୍ରିମକୋର୍ଟ ଗତ ୨୦ ତାରିଖରେ ବେଆଇନ କହି ରଦ୍ଦ କରିଥିଲେ। ତଦନୁଯାୟୀ ମଙ୍ଗଳବାରଠାରୁ ଆମେରିକାରେ ଉକ୍ତ ଟାରିଫ୍‌ ଆଦାୟ ବନ୍ଦ ହେବାକୁ ଯାଉଛି।…

ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ ଦେଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଜାରି କରାଯାଇଥିବା ଏକ ପରାମର୍ଶରେ, ଦୂତାବାସ କହିଛି…

ଦାନ ବାକ୍ସରୁ ମିଳିଲା ଅଜବ ଚିଠି, ‘ଶାଶୁଙ୍କଠାରୁ ମୁକ୍ତି ଦିଅ, ତାଙ୍କୁ ଶୀଘ୍ର ନେଇଯାଅ’

ବେଙ୍ଗାଲୁରୁ,୨୩।୨: ସାଧାରଣତଃ ଲୋକମାନେ ମନ୍ଦିରକୁ ଯାଇ ସେମାନଙ୍କ ପରିବାରର ଦୀର୍ଘ ଜୀବନ, ​​ସୁସ୍ଥତା କିମ୍ବା ଶାନ୍ତି ପାଇଁ ପ୍ରାର୍ଥନା କରନ୍ତି । କିନ୍ତୁ କେହି କାହା ପରିବାରର ମୃତ୍ୟୁ ମାଗିବ ତାହା କେବେ କେହି ବିଶ୍ବାସ ମଧ୍ୟ କରିବା କଷ୍ଟକର ।…

ଡାଟା ସେଣ୍ଟର ନୁହେଁ ଏଆଇ

ନୂଆଦିଲ୍ଲୀରେ ୬ ଦିନ ଧରି ଚାଲିଥିବା ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬ ଉଦ୍‌ଯାପିତ ହୋଇଯାଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ଉପରେ ଦିଲ୍ଲୀ ଘୋଷଣାନାମା ୨୧ ଫେବୃଆରୀରେ ଗୃହୀତ ହୋଇଛି। ଆମେରିକା, ବ୍ରିଟେନ୍‌, ଚାଇନା ଓ ଫ୍ରାନ୍ସ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri