CORONAVIRUS UPDATE: ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬୮୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୪, ବାଲେଶ୍ୱରରୁ ୩୭, ବରଗଡ଼ରୁ ୧୦, ଭଦ୍ରକରୁ ୪୦, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨,କଟକରୁ ୧୨୧, ଢେଙ୍କାନାଳରୁ ୫୧, ଗଜପତିରୁ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୨୦, ଯାଜପୁରରୁ ୩୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୬୬, ଖୋର୍ଦ୍ଧାରୁ ୨୦୧, କୋରାପୁଟରୁ ୪୯, ମାଲକାନଗିରିରୁ ୩୪, ମୟୂରଭଞ୍ଜରୁ ୨୮ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୩, ପୁରୀରୁ ୩୪, ସମ୍ବଲପୁରରୁ ୮୨, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୬୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୬୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୩୫୦ ଚିକିତ୍ସାଧୀନ ଅଛନ୍ତି। ୨୩୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri