Posted inଖେଳ

ଆନ୍ତଃ ରାଜ୍ୟ ଆଥଲେଟ୍‌ ମିଟ୍‌ ଲକ୍ଷ୍ନୌରେ

ନୂଆଦିଲ୍ଲୀ, ୧୮ା୬ (ପି.ଟି.)- ଅଗଷ୍ଟ ୨୭ରୁ ୩୦ ପର୍ଯ୍ୟନ୍ତ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲକ୍ଷ୍ନୌରେ ଅନୁଷ୍ଠିତ ହେବ। ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ପ୍ରକୃତରେ ଏହି ଇଭେଣ୍ଟ ଜୁଲାଇ ୧୪ରୁ ୧୭ ପର୍ଯ୍ୟନ୍ତ କୋଲକାତାରେ ହୋଇଥାନ୍ତା। ମାତ୍ର କୌଣସି କାରଣରୁ ପଶ୍ଚିମବଙ୍ଗ ଆଥଲେଟିକ୍ସ ଆସୋସିଏଶନ ଏହାର ଆୟୋଜନ ନେଇ ଅକ୍ଷମତା ପ୍ରକାଶ କରିଥିଲା। ଘଟଣାକ୍ରମେ ଉତ୍ତର ପ୍ରଦେଶ ଏହି ଚାମ୍ପିୟନଶିପ୍‌ର ଆୟୋଜନ ଲାଗି ନିଷ୍ପତ୍ତି ନେଇଥିଲା। ଦୋହାଠାରେ ଆଥଲେଟିକ୍ସରେ ଆଇଏଏଏଫ୍‌ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୬ ପର୍ଯ୍ୟନ୍ତ ଆୟୋଜିତ ହୋଇଛି। ଏଥିଲାଗି ଯୋଗ୍ୟତା ହାସଲ କରିବା କ୍ଷେତ୍ରରେ ଜାତୀୟ ଚାମ୍ପିୟନଶିପ୍‌ ଭାରତୀୟ ଆଥଲେଟ୍‌ମାନଙ୍କ ଲାଗି ଏକ ସୁଯୋଗ। ଜାତୀୟ ଚାମ୍ପିୟନଶିପ ଲାଗି ଅନ୍‌ଲାଇନ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୧୨ ତାରିଖ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ

ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ...

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ...

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

ଧୋନୀଙ୍କୁ ବୋଲ୍ଡ କରି ଘୃଣାର ଶିକାର ହେଲେ ଏହି ବୋଲର

ଧର୍ମଶାଳା,୬।୫: ଆଇପିଏଲ ୨୦୨୪ର ୫୩ତମ ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଏବଂ ଚମତ୍କାର ଥିଲା। ଏହି ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ।...

ସୁପରମ୍ୟାନ୍‌ ସାଜିଲେ ରମନଦୀପ: ଏମିତି କ୍ୟାଚ୍‌ ନେଲେ ସମସ୍ତେ ରହିଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ର ୫୪ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ କୋଲକାତା ଏକ ବଡ଼...

ଐତିହାସିକ ରେକର୍ଡ ହାସଲ କଲେ ସୁନୀଲ ନାରିନ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ପାଇଁ ବଲ ଅପେକ୍ଷା ସୁନୀଲ ନାରିନ ବ୍ୟାଟ ସହିତ ଅଧିକ ପ୍ରଭାବଶାଳୀ ବୋଲି ପ୍ରମାଣ କରୁଛନ୍ତି। ଚଳିତ...

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କଲେ ଭାରତୀୟ ମହିଳା ଏବଂ ପୁରୁଷ ୪X୪୦୦ ମିଟର ରିଲେ ଟିମ୍

ନୂଆଦିଲ୍ଲୀ,୬।୫: ସୋମବାର ବିଶ୍ୱ ଆଥଲେଟିକ୍ସ ରିଲେରେ ପ୍ରଭାବଶାଳୀ ପ୍ରଦର୍ଶନ ପରେ ଭାରତୀୟ ପୁରୁଷ ଏବଂ ମହିଳା ୪X୪୦୦ ମିଟର ରିଲେ ଦଳ ପ୍ୟାରିସ ଅଲିମ୍ପିକ୍ସ ପାଇଁ...

ଟି-୨୦ ବିଶ୍ୱକପ୍‌ବେଳେ ଆତଙ୍କବାଦୀ ଆକ୍ରମଣ ଧମକ: ବଢିଲା ଚିନ୍ତା

ନୂଆଦିଲ୍ଲୀ,୬।୫:ଆଇପିଏଲ ୨୦୨୪ ସିଜନ ପରେ ତୁରନ୍ତ ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ଅନେକ ଦଳ ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri