‘ପୂଜା ମୋ’ ଝିଅ ହୋଇ ନ ଥିଲେ ବିବାହ କରିନେଇଥାନ୍ତି’: ଜାଣନ୍ତୁ ଏପରି କାହିଁକି କହିିଥିଲେ ମହେଶ ଭଟ୍ଟ

ବମ୍ବେ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପରିସରକୁ ଆସିଛନ୍ତି ମହେଶ ଭଟ୍ଟ। ନିକଟରେ ମୁମ୍ବାଇ ପୋଲିସ ତାଙ୍କୁ ବିଭିନ୍ନ ପ୍ରସଙ୍ଗରେ ପଚରାଉଚରା କରିଥିଲା। ତେବେ ଏହା ପ୍ରଥମ ଥର ନୁହେଁ ଯେଉଁଠି ମହେଶ ବିବାଦ ଘେରକୁ ଆସିଛନ୍ତି। ପୂର୍ବରୁ ଏକାଧିକ ଥର ସେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଏପରି ଏକ ଘଟଣା ଥିଲା, ଯେତେବେଳେ ମହେଶ ନିଜ ଝିଅ ପୂଜା ଭଟ୍ଟଙ୍କୁ ବିବାହ କରିବାକୁ ଚାହୁଁଥିବା କହିଥିଲେ। ଏପରିକି ତାଙ୍କ ଓଠକୁ ଚୁମ୍ବନ ଦେଇଥିଲେ। ଘଟଣା ସେତେବେଳେ ଗଣମାଧ୍ୟମର ଶିରୋନାମା ପାଲଟିଥିଲା।

ଏକ ଫିଲ୍ମ ମାଗାଜିନ୍‌ ପାଇଁ ପୂଜାଙ୍କ ସହ ମହେଶ ବୋଲ୍ଡ ଫଟୋଶୁଟ୍‌ କରିଥିଲେ। ଏଥିରେ ସେ ପୂଜାଙ୍କୁ ଲିପ୍‌ ଟୁ ଲିପ୍‌ କିସ୍‌ କରୁଥିବା ଦେଖାଯାଇଥିଲା। ଫଟୋ ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ସମାଲୋଚିତ ହୋଇଥିଲା। ଗଣମାଧ୍ୟମରେ ଏନେଇ ବିକୃତ ଖବର ପ୍ରକାଶ ପାଇବା ସହ ମହେଶଙ୍କୁ ଜୀବନରେ ମାରି ଦେବାକୁ ଧମକ ମିଳିଥିଲା।

ବିବାଦ ଏତେ ବଢ଼ିଯାଇଥିଲା ଯେ ଏହାକୁ ରୋକିବା ଲାଗି ମହେଶ ଖବରଦାତା ସମ୍ମିଳନୀ ଡାକିଥିଲେ। ହେଲେ ସେଠାରେ ସେ ଏପରି କଥା କହିଲେ ଯେ ଆଲୋଚନା କମିବା ବଦଳରେ ବଢ଼ିଯାଇଥିଲା। କାରଣ ମହେଶ କହିଥିଲେ ପୂଜା ମୋ ଝିଅ ହୋଇ ନ ଥିଲେ ମୁଁ ତାଙ୍କୁ ବିବାହ କରିନେଇଥାନ୍ତି। ପରେ ସେ ଏନେଇ ସଫେଇ ଦେଇଥିଲେ। ସେ ମାନସିକ ଦୁଃଶ୍ଚିନ୍ତାରେ ଥିବା ଯୋଗୁ ଏଭଳି ମନ୍ତବ୍ୟ ଦେଇଥିବା କହିଥିଲେ। ଏବେ ସୁଶାନ୍ତଙ୍କ ପ୍ରେମିକା ରିୟାଙ୍କ ସହ ସମ୍ପର୍କକୁ ନେଇ ସେ ବିବାଦ ଘେରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri