ଅନ୍‌ଲାଇନ କଣ୍ଟେଣ୍ଟ ପାଇଁ ଉତ୍ତରଦାୟୀ ରୁହନ୍ତୁ ଡିଜିଟାଲ ପ୍ଲାଟ୍‌ଫର୍ମ: ଅଶ୍ୱିନୀ

ନୂଆଦିଲ୍ଲୀ,୨୭ା୨(ପି.ଟି.): ଡିଜିଟାଲ ପ୍ଲାଟ୍‌ଫର୍ମଗୁଡ଼ିକରେ ପ୍ରକାଶ ପାଉଥିବା ଅନ୍‌ଲାଇନ କଣ୍ଟେଣ୍ଟ ପାଇଁ ସେମାନଙ୍କୁ ଉତ୍ତରଦାୟିତ୍ୱ ନେବାକୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। କଣ୍ଟେଣ୍ଟ ବା ବିଷୟବସ୍ତୁର ପ୍ରସ୍ତୁତକର୍ତ୍ତା ଏବଂ ଖବର ପ୍ରସ୍ତୁତକାରୀ ସଂଗଠନଗୁଡ଼ିକ…

୬,୬,୬,୬,୬….ମାତ୍ର ୧୪ ବଲ୍‌ରେ କମାଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ…

କ୍ରିକେଟର ରିଙ୍କୁ ସିଂଙ୍କ ବାପାଙ୍କ ଦେହାନ୍ତ, ଲିଭର କ୍ୟାନସରରେ ପୀଡ଼ିତ….

ନୂଆଦିଲ୍ଲୀ,୨୭ା୨: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କ ପିତାଙ୍କ ଦେହାନ୍ତ ହୋଇଛି । ସେ ଗ୍ରେଟର ନୋଏଡାର ଯଥାର୍ଥ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ରିଙ୍କୁ ସିଂଙ୍କ ପିତା ଖାନଚନ୍ଦ୍ର ସିଂ ଷ୍ଟେଜ୍-୪…

‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍‌ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍‌ଭାବେ ବିଚାର…

୧୪ ମାସ ପରେ ପରିବାର ଲୋକଙ୍କୁ ଫେରିପାଇଲେ ସୋନମତୀ

ଝାରସୁଗୁଡ଼ା,୨୭ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉଦ୍ୟମରେ ପ୍ରଶାସନର ‘ସ୍ନେହ ସେତୁ’ ଅଭିଯାନ ମାଧ୍ୟମରେ ଗୁରୁବାର ଅପରାହ୍ନରେ ଜଣେ ଅସହାୟ ମହିଳା ତାଙ୍କ ପରିବାର ଲୋକଙ୍କୁ ଫେରିପାଇଛନ୍ତି। ସେ ହେଲେ ସୋନମତୀ…

ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ଉଲଗ୍ନ କରିଦେଲେ ୫ ଯୁବକ: ଲହୁଲୁହାଣ…

ଭୁବନେଶ୍ୱର,୨୭।୨(ତ୍ରିନାଥ ମହାନ୍ତି):ଧଉଳି ଘଟଣାଠୁ ବଳି ଗଲା ଶହୀଦନଗର ଥାନା ୟୁନିଟ୍‌-୯ ଆଦିବାସୀ ହଷ୍ଟେଲ ସମ୍ମୁଖ ଘଟଣା। ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ୫ଜଣ ଅଭିଯୁକ୍ତ ଅସଦାଚରଣ କରିବା ସହ କପଡ଼ା ଚିରି ଉଲ୍ଲଗ୍ନ କରିଥିଲେ।…

ଆଫଗାନିସ୍ତାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ, ୧୩୩ ଜଣଙ୍କ ମୃତ୍ୟୁ ନେଇ ଦାବି

ନୂଆଦିଲ୍ଲୀ,୨୭ା୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ଉତ୍ତେଜନା ଏବେ ଖୋଲା ବିବାଦରେ ପରିଣତ ହୋଇଛି। ଏହି ସଂଘର୍ଷ ୨୧ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିଲା, ଯେତେବେଳେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଥିଲା। ପାକିସ୍ତାନ ଅପରେସନ୍ ଗଜବ ଲିଲ୍ ହକ୍…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ଛାତ୍ରୀଛାତ୍ରଙ୍କୁ…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ପ୍ରଥମ ଦିନ ହିଁ ଜଣେ ପ୍ରାର୍ଥୀ ନାମାଙ୍କନ…

Ind Vs Zim LIVE Score: ୭୨ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ, ସେମିଫାଇନାଲ ଖେଳିବା ହେଲା ନିଶ୍ଚିତ!

ଚେନ୍ନାଇ,୨୬।୨: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଆଜି ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଟି-୨୦ ବିଶ୍ୱକପ ମୁକାବିଲା ଅନୁଷ୍ଠିତ ହେବାକୁ ଯାଉଛି। ଭାରତୀୟ ମାଟିରେ ଟିମ ଇଣ୍ଡିଆ ବିପକ୍ଷରେ ଜିମ୍ବାୱେର ଏହା ପ୍ରଥମ ଟି-୨୦ ମ୍ୟାଚ ହୋଇଥିବାରୁ ଏହାକୁ ନେଇ…

ଭାଜପା ନେତା ଗୋଲକ ମହାପାତ୍ରଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, ଭିଜିଲାନ୍ସ ମାମଲା ରଦ୍ଦ

କଟକ,୨୬।୨(ପ୍ରଭୁ କଲ୍ୟାଣ ପାଲ): ଭାଜପା ନେତା ଗୋଲକ ପ୍ରସାଦ ମହାପାତ୍ରଙ୍କୁ ଆଶ୍ବସ୍ତି । ହାଇକୋର୍ଟରେ ତାଙ୍କ ବିରୋଧରେ ବିଚାରାଧୀନ କୋଇଲା ବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ସଂପର୍କିତ ଭିଜିଲାନ୍ସ ମାମଲା ରଦ୍ଦ କରାଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଗୋଲକ…

୨୦୨୬ର ପ୍ରଥମ ଶକ୍ତିଶାଳୀ ବାତ୍ୟା ‘ହୋରାସିଓ’, ପାଣିପାଗ ବିଭାଗ କହିଲା ଏହା ଭାରତ ଉପରେ…

ନୂଆଦିଲ୍ଲୀ,୨୬ା୨: ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ତେଲଙ୍ଗାନା ରାଜ୍ୟରେ ବର୍ଷା ହେଉଛି। ଭାରତ ମହାସାଗରରେ ହୋରାସିଓ ନାମକ ଏକ ବଡ଼ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି, ଏହା ଏପର୍ଯ୍ୟନ୍ତ ବର୍ଷର ସବୁଠାରୁ ବିପଦପୂର୍ଣ୍ଣ ଘୂର୍ଣ୍ଣିଝଡ଼,…

ସଫେଇ କର୍ମଚାରୀଙ୍କୁ ୨ ଲକ୍ଷ, ଇଞ୍ଜିନିୟରଙ୍କୁ ୭ ଲକ୍ଷ, ଡ୍ରାଇଭରଙ୍କୁ ଲକ୍ଷେ ଟଙ୍କା ଦରମା, ଜାଣନ୍ତୁ ସବିଶେଷ ବିବରଣୀ…

ହାଇଦ୍ରାବାଦ,୨୬ା୨: ତେଲଙ୍ଗାନାର ମୁଖ୍ୟ ସଚିବ କେ. ରାମକୃଷ୍ଣ ରାଓ ବୁଧବାର କେନ୍ଦ୍ର ଅର୍ଥନୈତିକ ଏବଂ ସାମାଜିକ ଅଧ୍ୟୟନ (CESS) ଦ୍ୱାରା ଆୟୋଜିତ ୧୬ତମ ଅର୍ଥ କମିଶନଙ୍କ ସୁପାରିସ ଉପରେ ସମ୍ମିଳନୀରେ ଏକ ଆଶ୍ଚର୍ଯ୍ୟଜନକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଜ୍ୟର ମାସିକ…

ଅଯୋଧ୍ୟାରେ ନିର୍ମାଣ ହେବ ଓଡ଼ିଶା ଭବନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬ା୨: ଅଯୋଧ୍ୟା, ବେଙ୍ଗାଲୁରୁ ଓ ସୁରଟରେ ନିର୍ମାଣ ହେବ ଓଡ଼ିଶା ଭବନ। ଏଥିପାଇଁ ଜମି ମଗାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିଲ୍ଲୀ ନୂଆ ଓଡ଼ିଶା ଭବନ ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମୁମ୍ବାଇରେ ମଧ୍ୟ ଆଉ…

ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ

ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଶିକ୍ଷା ମନ୍ତ୍ରଣାଳୟ ବିକ୍ରି ହୋଇଥିବା ୩୮ଟି ପାଠ୍ୟପୁସ୍ତକକୁ ଫେରାଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri