୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ ସଦର ରେଞ୍ଜ ଅନ୍ତର୍ଗତ କାଠ ବାଉଁଶୁଳି…

ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା

ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ ନିଜର ୧୫ତମ ବିବାହ ବାର୍ଷିକୀକୁ ସ୍ମରଣୀୟ…

ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର ଜିଲାର ଭଟଲି ଥାନା ପୋଲିସ ଏଭଳି…

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା ଏବଂ ରିଟର୍ଣ୍ଣ ବଢ଼ାଇବା ପାଇଁ ସେବି…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର କିଶୋରୀମାନଙ୍କୁ ଏହି ଟିକା ଦିଆଯିବ। ମହିଳାଙ୍କ…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ ଦଳକୁ ଆଶ୍ଚର୍ଯ୍ୟ ଚକିତ କରି ଅଭିଷେକ…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ଛାତ୍ରୀଛାତ୍ରଙ୍କୁ…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ପ୍ରଥମ ଦିନ ହିଁ ଜଣେ ପ୍ରାର୍ଥୀ ନାମାଙ୍କନ…

Ind Vs Zim LIVE Score: ୭୨ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ, ସେମିଫାଇନାଲ ଖେଳିବା ହେଲା ନିଶ୍ଚିତ!

ଚେନ୍ନାଇ,୨୬।୨: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଆଜି ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଟି-୨୦ ବିଶ୍ୱକପ ମୁକାବିଲା ଅନୁଷ୍ଠିତ ହେବାକୁ ଯାଉଛି। ଭାରତୀୟ ମାଟିରେ ଟିମ ଇଣ୍ଡିଆ ବିପକ୍ଷରେ ଜିମ୍ବାୱେର ଏହା ପ୍ରଥମ ଟି-୨୦ ମ୍ୟାଚ ହୋଇଥିବାରୁ ଏହାକୁ ନେଇ…

ଭାଜପା ନେତା ଗୋଲକ ମହାପାତ୍ରଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, ଭିଜିଲାନ୍ସ ମାମଲା ରଦ୍ଦ

କଟକ,୨୬।୨(ପ୍ରଭୁ କଲ୍ୟାଣ ପାଲ): ଭାଜପା ନେତା ଗୋଲକ ପ୍ରସାଦ ମହାପାତ୍ରଙ୍କୁ ଆଶ୍ବସ୍ତି । ହାଇକୋର୍ଟରେ ତାଙ୍କ ବିରୋଧରେ ବିଚାରାଧୀନ କୋଇଲା ବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ସଂପର୍କିତ ଭିଜିଲାନ୍ସ ମାମଲା ରଦ୍ଦ କରାଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଗୋଲକ…

୨୦୨୬ର ପ୍ରଥମ ଶକ୍ତିଶାଳୀ ବାତ୍ୟା ‘ହୋରାସିଓ’, ପାଣିପାଗ ବିଭାଗ କହିଲା ଏହା ଭାରତ ଉପରେ…

ନୂଆଦିଲ୍ଲୀ,୨୬ା୨: ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ତେଲଙ୍ଗାନା ରାଜ୍ୟରେ ବର୍ଷା ହେଉଛି। ଭାରତ ମହାସାଗରରେ ହୋରାସିଓ ନାମକ ଏକ ବଡ଼ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି, ଏହା ଏପର୍ଯ୍ୟନ୍ତ ବର୍ଷର ସବୁଠାରୁ ବିପଦପୂର୍ଣ୍ଣ ଘୂର୍ଣ୍ଣିଝଡ଼,…

ସଫେଇ କର୍ମଚାରୀଙ୍କୁ ୨ ଲକ୍ଷ, ଇଞ୍ଜିନିୟରଙ୍କୁ ୭ ଲକ୍ଷ, ଡ୍ରାଇଭରଙ୍କୁ ଲକ୍ଷେ ଟଙ୍କା ଦରମା, ଜାଣନ୍ତୁ ସବିଶେଷ ବିବରଣୀ…

ହାଇଦ୍ରାବାଦ,୨୬ା୨: ତେଲଙ୍ଗାନାର ମୁଖ୍ୟ ସଚିବ କେ. ରାମକୃଷ୍ଣ ରାଓ ବୁଧବାର କେନ୍ଦ୍ର ଅର୍ଥନୈତିକ ଏବଂ ସାମାଜିକ ଅଧ୍ୟୟନ (CESS) ଦ୍ୱାରା ଆୟୋଜିତ ୧୬ତମ ଅର୍ଥ କମିଶନଙ୍କ ସୁପାରିସ ଉପରେ ସମ୍ମିଳନୀରେ ଏକ ଆଶ୍ଚର୍ଯ୍ୟଜନକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଜ୍ୟର ମାସିକ…

ଅଯୋଧ୍ୟାରେ ନିର୍ମାଣ ହେବ ଓଡ଼ିଶା ଭବନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬ା୨: ଅଯୋଧ୍ୟା, ବେଙ୍ଗାଲୁରୁ ଓ ସୁରଟରେ ନିର୍ମାଣ ହେବ ଓଡ଼ିଶା ଭବନ। ଏଥିପାଇଁ ଜମି ମଗାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିଲ୍ଲୀ ନୂଆ ଓଡ଼ିଶା ଭବନ ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମୁମ୍ବାଇରେ ମଧ୍ୟ ଆଉ…

ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ

ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଶିକ୍ଷା ମନ୍ତ୍ରଣାଳୟ ବିକ୍ରି ହୋଇଥିବା ୩୮ଟି ପାଠ୍ୟପୁସ୍ତକକୁ ଫେରାଇ…

ସରକାରଙ୍କ କ୍ଷମା ପ୍ରାର୍ଥନାକୁ ଗ୍ରହଣ କଲେନି ସିଜେଆଇ, କହିଲେ ସେ ସନ୍ତୁଷ୍ଟ ହେବେ ନାହିଁ, ଯେପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୬ା୨: NCERTର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ ସମ୍ପର୍କରେ ଗୁରୁବାର ଶୁଣାଣି ହୋଇଥିଲା। ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ଖୁବ୍‌ ରାଗି ଯାଇଥିଲେ। ସରକାରଙ୍କ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ଭୁଲ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri