ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮
ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର ଜୟନ୍ତୀ ମହାପାତ୍ର (୫୮)। ଗତ ଅଗଷ୍ଟ ୫ ସନ୍ଧ୍ୟା ପ୍ରାୟ ୭ଟା ୧୫ରେ ସେ ବାଙ୍ଗାଲୋରରୁ ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଥିଲେ। ଗୋଡ଼ ଫ୍ୟାକ୍ଚର ହୋଇଥିବାରୁ ସେ ହୁଇଲ ଚେୟାରରେ ଆସୁଥିଲେ। ବିମାନ ବନ୍ଦରର କର୍ମଚାରୀମାନେ ତାଙ୍କ ଡାହାଣ ହାତରେ କୋଭିଡ୍‌-୧୯ ନିୟମ ଅନୁଯାୟୀ ଷ୍ଟାମ୍ପ୍‌ ଲଗାଇଥିଲେ। ସେଠାରୁ ଏକ ଗାଡ଼ିରେ ଜୟନ୍ତୀ ଢେଙ୍କାନାଳ ଆସିଥିଲେ। ଘରକୁ ଆସି ଦେଖିବା ବେଳକୁ ତାଙ୍କ ହାତରେ ସଂକ୍ରମଣ ହୋଇସାରିଥିଲା। ୬ ତାରିଖରୁ ଜଣେ ଡାକ୍ତରଙ୍କ ସହ ପରାମର୍ଶ କରି ସେ ଔଷଧ ସେବନ କରୁଛନ୍ତି। ବିମାନରେ ଆସୁଥିବା ଯାତ୍ରୀମାନେ ଏଥିପ୍ରତି ସତର୍କ ରହିବାକୁ ଜୟନ୍ତୀ ନିବେଦନ କରିଛନ୍ତି। ଏ ସମ୍ପର୍କରେ ସିଡିଏମ୍‌ଓ ଡା. ସୁଜାତାରାଣୀ ମିଶ୍ର କୁହନ୍ତି, ଏଭଳି ଘଟଣା ସେ ପ୍ରଥମ ଥର ଶୁଣୁଛନ୍ତି। ଯଦି ଏଭଳି କିଛି ହୋଇଛି, ତେବେ କେବଳ ଆଇସ୍‌କୁଲ ୱାଟରରେ ଧୋଇଲେ କ୍ଷତ ଉପଶମ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri