Posted inଖେଳ

ବୋଟାସଙ୍କୁ ପୋଲ୍‌ ପୋଜିଶନ

ସିଲଭରଷ୍ଟୋନ୍‌, ୯ା୮ (ଏପି)-ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ ଟିମ୍‌ମେଟ୍‌ ଲିଓ୍ବିସ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଏଠାରେ ପୋଲ ପୋଜିଶନ ହାସଲ କରିଛନ୍ତି। ଗତ ରବିବାର ଏହି ସିଲ୍‌ଭରଷ୍ଟୋନ୍‌ ସର୍କିଟ୍‌ରେ ବ୍ରିଟିଶ ଗ୍ରାଁପ୍ରି ଜିତିବା ପରେ ସେ ୭ଥର ବିଶ୍ୱ ଟାଇଟଲ ରେକର୍ଡ ସମକକ୍ଷ ଲକ୍ଷ୍ୟରେ ଅଛନ୍ତି ହାମିଲଟନ। ଚାମ୍ପିୟନଶିପ୍‌ ଟେବୁଲ୍‌ରେ ସେ ବୋଟାସଙ୍କଠାରୁ ୩୦ପଏଣ୍ଟ ଆଗରେ ରହିଛନ୍ତି। ସେଣ୍ଟ୍ରାଲ ଇଂଲଣ୍ଡ ସର୍କିଟରେ ବୋଟାସଙ୍କ ଦ୍ରୁତତମ ଲାପ୍‌ ୧ ମିନିଟ୍‌, ୨୫.୧୫୪ ସେକେଣ୍ଡ ରହିଥିଲା। ହାମିଲଟନଙ୍କଠାରୁ ସେ୦.୦୬୩ ପଏଣ୍ଟ ଆଗରେ ରହିଥିଲେ। କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସର୍ଗିଓ ପେରେଜଙ୍କ ସ୍ଥାନରେ ରେସିଂ ପଏଣ୍ଟରୁ ପ୍ରତିନିଧିତ୍ୱ କରୁଥିବା ନିକୋ ହକେନବର୍ଗ ତୃତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri