ସ୍କୁଲ ଖୋଲୁ ଖୋଲୁ ୧୧ ପିଲା କରୋନା ପଜିଟିଭ: ୨୬୦ ଛାତ୍ରୀଛାତ୍ର, ୮ ଶିକ୍ଷକ କ୍ୱାରାଣ୍ଟାଇନ

ଆଟଲାଣ୍ଟା,୯।୮: କରୋନା ଭାରଇରସ ସଂକ୍ରମଣ ଆମେରିକାରେ କମ୍‌ ହୋଇ ନ ଥିବାରୁ ସ୍ବାସ୍ଥ୍ୟ ବିଭାଗ ସେଠାରେ ସ୍କୁଲ ଖୋଲିବାକୁ ବାରଣ କରିଥିଲା। ହେଲେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହାକୁ ବେଖାତିର କରି ସ୍କୁଲ ଖୋଲିବାରୁ ବହୁସଂଖ୍ୟାରେ ଛାତ୍ରୀଛାତ୍ର କରୋନା ଦ୍ୱାରା ସଂକ୍ରମିତ ହେଉଥିବା କୁହାଯାଉଛି। ଜର୍ଜିଆର ରାଜଧାନୀ ଆଟଲାଣ୍ଟାର ଏକ ସ୍କୁଲରେ ଆରମ୍ଭରୁ ପ୍ରାୟ ୧୧ ଜଣ ପିଲା କରୋନାରେ ସଂକ୍ରମିତ ହୋଇଥିବା ସୂଚନା ରହିଛି। ଏହାପରେ ପ୍ରାୟ ୨୬୦ ଛାତ୍ରୀଛାତ୍ର ଓ ୮ଜଣ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ତେବେ ସ୍କୁଲ ଖୋଲୁ ଖୋଲୁ କରୋନା ସଂକ୍ରମଣର ଏହା ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri