Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡିମୋଟର ପ୍ରଭୃତିକୁ କେନ୍ଦ୍ରକରି କଳହ ଦେଖାଦେଇପାରେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ

ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ମୃଗଶିରା ନକ୍ଷତ୍ରର କାଯ୍ୟହାନି ଯୋଗୁ ମନ ଉଦାସ ରହିବ।

ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଅତୀତ ଘଟଣା ସକାଶେ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆତ୍ମୀୟଙ୍କ ପାଇଁ ଯେଉଁ ଆଶା ନେଇ କାମ କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ପୁଷ୍ୟା ନକ୍ଷତ୍ର ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ପାରିବାରିକ ଅଶାନ୍ତି ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ପୂର୍ବାଫାଲଗୁନୀର ସକାଳୁ ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ଯାଇପାରେ। ନିକଟସ୍ଥ ବ୍ୟକ୍ତିବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
କନ୍ୟା
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହାତ ନିଶ୍ଚୟ ପାଇବେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅଭିଳାଷ ପୂରଣ ହେତୁ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା ସମୟରେ ସହଯାତ୍ରୀଙ୍କ କାର୍ଯ୍ୟକଳାପରୁ ବାଧାବିଘ୍ନ ଘଟିପାରେ। ସ୍ବାତୀ ନକ୍ଷତ୍ର ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ। ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢିପାରେ।
ବିଛା
ବିଛା
ଆଜି ବନ୍ଧୁଙ୍କ ସହ ସକାଳୁ ସକାଳୁ ଯାତ୍ରା କରିବାକୁ ପଡିବ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଆଶା ଦୁର୍ଲଭ ହୋଇପଡିବ। ଫେରନ୍ତା ବାଟରେ ବନ୍ଧୁଙ୍କ ସାହାଯ୍ୟରୁ ଶତ୍ରୁ କବଳରୁ ବିପଦ ମୁକ୍ତ ହେବେ। ଅନୁରାଧା କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ପରିବାରର ପରିସ୍ଥିତି ଆପଣଙ୍କ ସକାଶେ ଦୁଶ୍ଚିନ୍ତାର କାରଣ ହେବ। କିନ୍ତୁ ପୂର୍ବାଷାଢା ନକ୍ଷତ୍ରର ବନ୍ଧୁ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା ଶୁଭଖବରଟି ପାଇ ଉଲ୍ଲସିତ ହେବେ। ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର

ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି। ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣି ହତଚକିତ ହେବେ।

କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବା ଦିଗରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଶତଭିଷା ନକ୍ଷତ୍ର ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ।
ମୀନମୀନ

କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ରେବତୀ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯାଇପାରେ। ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା,ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri