ଏହି ପ୍ରଶ୍ନ ଶୁଣି ରାଗିଗଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଚାଲିଛି। ସୁଶାନ୍ତଙ୍କ ଆକାଉଣ୍ଟରୁ ଉଠାଯାଇଥିବା ଅର୍ଥର ଇଡି ଏପର୍ଯ୍ୟନ୍ତ ହିସାବ ପାଇନାହିଁ। ଗତ ଶୁକ୍ରବାର ଦିନ ରିୟାଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା, କିନ୍ତୁ ପଚରାଉଚରା ବେଳେ ରିୟା ସହଯୋଗ କରୁନାହାଁନ୍ତି ବୋଲି ଜଣାପଡିଥିଲା। ସେ ଖର୍ଚ୍ଚ ଉପରେ ସ୍ପଷ୍ଟୀକରଣ ମଧ୍ୟ ଦେଇପାରି ନ ଥିଲେ। ଏହି ମାମଲାରେ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ଶୋଭିକ ଏବଂ ପିତା ଇନ୍ଦ୍ରଜିତ ଚକ୍ରବର୍ତ୍ତୀ ସୋମବାର ଇଡିରେ ହାଜର ହୋଇଥିଲେ। ଏହି ସମୟରେ ଗଣମାଧ୍ୟମ ମଧ୍ୟ ରିୟାଙ୍କୁ ଘେରି ଥିଲା। ସୁଶାନ୍ତଙ୍କୁ ନେଇ ପ୍ରଶ୍ନ କରିବାରୁ ସେ ରାଗିଯାଇଥିଲେ। ବରକ୍ତି ପ୍ରକାଶ କରି ପଳାଇଥିଲେ। ସୂଚନାଯୋଗ୍ୟ, ଗତ ଜୁନ ୧୪ରେ ସୁଶାନ୍ତ ମୁମ୍ବାଇସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ଗର୍ଲଫ୍ରେଣ୍ଡ ରିୟା ଏବେ ପୋଲିସ ଜେରାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri