ବ୍ରହ୍ମପୁର ଅଫିସ ,୧୧ା୮-ବ୍ରହ୍ମପୁର ବଡ ମେଡିକାଲ(ଏମ୍କେସିଜି) ଓପିଡି ୧ମାସ ବିତିଯାଇଥିଲେ ମଧ୍ୟ ଖୋଲିଲା ନାହିଁ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବଡ ମେଡିକାଲ ପରିଦର୍ଶନରେ ଆସି ଏହି ସୂଚନା ପାଇଥିଲେ। ବିଭିନ୍ନ ବିଭାଗ ଡାକ୍ତରମାନଙ୍କ ସହ ଆଲୋଚନା କରି ଓପିଡି ଖୋଲିବା ନେଇ ସୂଚନା ଦେଇଥିଲେ। ପରବର୍ତ୍ତୀ ସମୟରେ ଗତ ୬ ତାରିଖରେ ୮ ବିଭାଗ ସମେତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ଉପସ୍ଥିତିରେ ଓପିଡି ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଆଜି ସୁଦ୍ଧା ଖେଲାଯାଇ ନାହିଁ। ଏ ନେଇ ସାମାଜିକ କର୍ମୀ ଅନନ୍ତ ମହାନ୍ତି ସୋମବାର ଉଚ୍ଚନ୍ୟାୟାଳୟରେ ଓପିଡି ସମେତ ବେସରକାରୀ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଏକ ଜନ ସ୍ବାର୍ଥ ମାମଲା ଦାଏର କରିଛନ୍ତି।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
କ୍ରୀଡ଼ା ମହୋତ୍ସବକୁ ଉଦ୍ଘାଟିତ କଲେ ଆସିକା ଏମ୍ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
Archives


