Posted inଖେଳ

ଜୈବ ସୁରକ୍ଷିତ ପ୍ରୋଟୋକଲ ଭାଙ୍ଗିଲେ ହାଫିଜ୍‌

କରାଚି,୧୩।୮(ପି.ଟି.): ପାକିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ ଇଂଲଣ୍ଡରେ ଜୈବ ସୁରକ୍ଷିତ ପ୍ରୋଟୋକଲ ଉଲ୍ଲଂଘନ କରି ବିବାଦ ସୃଷ୍ଟି କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ ଏ ନେଇ ବିରକ୍ତି ପ୍ରକାଶ କରିଛି। କରୋନ ମହାମାରୀକୁ ଦୃଷ୍ଟିରେ ରଖି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଏହି ଜୈବ ସୁରକ୍ଷିତ ପ୍ରୋଟୋକଲ ଲାଗୁ କରିଥିଲା। ଟେଷ୍ଟ ଦଳରେ ନ ଥିଲେ ମଧ୍ୟ ହାଫିଜ୍‌ ସୀମିତ ଓଭର ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଗସ୍ତ କରିଛନ୍ତି। ପ୍ରୋଟୋକଲ ଉଲ୍ଲଂଘନ କରି ହାଫିଜ୍‌ ଟିମ୍‌ ହୋଟେଲକୁ ଲାଗି କରିଥିବା ଗଲ୍ଫ କୋର୍ସକୁ ଯାଇଥିଲେ ଓ ଜଣେ ବୟସ୍କ ମହିଳଙ୍କ ସହ ଫଟୋ ଉଠାଇ, ତାହାକୁ ଟୁଇଟ୍‌ କରିଥିଲେ। ଜୈବ ସୁରକ୍ଷିତ ପରିବେଶ ବାହାରକୁ ଯାଇ କାହା ସହିତ ନ ମିଶିବାକୁ ବାରଣ କରାଯାଇଥିଲେ ମଧୟ ହାଫିଜ୍‌ ଏହି ତ୍ରୁଟି କରିଛନ୍ତି। ଉଲ୍ଲେଖଥାଉ କି, ପ୍ରଥମ ଟେଷ୍ଟରେ ପାକିସ୍ତାନ ଇଂଲଣ୍ଡଠାରୁ ୪ ଉଇକେଟରେ ପରାସ୍ତ ହୋଇ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ରେ ପଛରେ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌...

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ...

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ...

୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ...

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri