ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୧୫, ୨୦୨୦)

ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାରେଡ ଅଭିବାଦନ ଗ୍ରହଣ କରୁଛନ୍ତି ମୁଖ୍ୟମନ୍ତ୍ରୀ

କଟକ ବାରବାଟୀ କ୍ଲବ ହାଉସରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି

ପୁରୀରେ ୭୪ତମ ସ୍ୱାଧୀନତା ଦିବସ ପାଳିତ

୭୪ତମ ସ୍ୱାଧୀନତା ଦିବସ ଅବସରରେ ବ୍ରହ୍ମପୁର କେ.କେ କଲେଜରେ ଆରଡିସି ଜାତୀୟ ପତାକା ଉତ୍ତୋଳନ କରିବା ସହ କରୋନା ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି

ସ୍ୱାଧୀନତା ଦିବସ ଅବସରରେ ବ୍ରହ୍ମପୁର ମୁନିସିପାଲିଟିରେ ଜିଲ୍ଲପାଳଙ୍କ ଜାତୀୟ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସ ଅବସରରେ ଓଡିଶା ହାଇକୋର୍ଟ ପରିସରରେ ଶୋଭା ପାଉଛି ଜାତୀୟ ପତାକା

ଓଡିଶା ହାଇକୋର୍ଟ ପରିସରରେ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫୀକ ଅଭିବାଦନ ଗ୍ରହଣ କରୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୪ )

ଆନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଏଆଇଟିୟୁସି ପକ୍ଷରୁ ରାଜମହଲ ଛକରେ ଧାରଣା  

ଓଡ଼ିଶା: ଆଜିର ଫଟୋ ( ୩୦ ଏପ୍ରିଲ, ୨୦୨୪ )

ଆସନ୍ତା ରଥଯାତ୍ରା ପାଇଁ ଓଝା ସେବକ ରଥ କାଠ ଅନୁକୂଳ ପାଇଁ ନୂତନ କୁରାଢି ପ୍ରସ୍ତୁତ କରୁଛନ୍ତି       ଭୁବନେଶ୍ୱରରେ ପ୍ରଚଣ୍ଡ ଖରା...

ଓଡ଼ିଶା: ଆଜିର ଫଟୋ (୨୯ ଏପ୍ରିଲ, ୨୦୨୪)

ପୁରୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସୁନିଲ ମହାନ୍ତି। ପୁରୀ ଲୋକସଭା ପାଇଁ ବି ଜେ ପି...

ଓଡ଼ିଶା: ଆଜିର ଫଟୋ (୨୮ ଏପ୍ରିଲ, ୨୦୨୪)

ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ଖରାରେ ଲୋକ ମାନେ ଯିବା ଆସିବା କରୁଛନ୍ତି

ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୪)

ଭୁବନେଶ୍ୱର ଓଲର୍ଡ ଟାଉନ୍ ଅଞ୍ଚଳରେ ତୃଷାର୍ତ୍ତ ବତକ ମାନେ ପାଣି ପିଉଛନ୍ତି     ରାଜଧାନୀ ଭୁବନେଶ୍ୱରରେ ପ୍ରଚଣ୍ଡ ଖରା     କଟକ ତୁଳସୀପୁର...

ଓଡ଼ିଶା: ଆଜିର ଫଟୋ (୨୫ ଏପ୍ରିଲ, ୨୦୨୪)

ଭୁବନେଶ୍ୱରରେ ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ଜନଜୀବନ ପ୍ରଭାବିତ   ଖୋର୍ଦ୍ଧା ଜିଲ୍ଲା ପ୍ରସାଶନ ଏବଂ ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ବିଜେବି କଲେଜ ପରିସରରେ ଭୋଟର...

ଓଡ଼ିଶା: ଆଜିର ଫଟୋ (୨୪ ଏପ୍ରିଲ, ୨୦୨୪)

 କଟକ ନେତାଜୀ ବସ ଟର୍ମିନାଲ

ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

କଟକ ଚୌଧୁରୀ ବଜ଼ାର ମଠ ସାହି ଠାରେ ଚୈତ୍ର ପୂର୍ଣ୍ଣିମାରେ ଅନୁଷ୍ଠିତ ଝାମୁ ଯାତ୍ରା       ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆଇ.ଏସ୍.ଏଲ୍ ସେମିଫାଇନାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri