ହାତୀ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନଫସଲ

ପାଟଣା,୧୬ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳର ବିନିଦା, ବାଲିପଶି ଓ ମଙ୍ଗଳପୁର ଗାଁରେ ୨୨ଟି ବଣୁଆ ହାତୀ ଉପଦ୍ରବ କରିଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଏହି ୨୨ ଟିକିଆ ହାତୀପଲ ଜଣଙ୍କ ପାଇଖାନା ଘର ଭାଙ୍ଗିବା ସହ ଏକର ଏକର ଧାନଫସଲ ସହ ପରିବା କିଆରିରେ ପଶି ଦଳିଚକଟି ନଷ୍ଟ କରିଛନ୍ତି। ଉକ୍ତ ହାତୀପଲ କରଞ୍ଜିଆ ରେଞ୍ଜରୁ ଆସି ଉଦୟପୁର ବିଟ୍‌ରେ ଉପଦ୍ରବ ଘଟାଇ ପୁଣି କରଞ୍ଜିଆ ରେଞ୍ଜର ବଡ଼ ଦେଉଳି ଜଙ୍ଗଲକୁ ଚାଲି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri