Posted inଜାତୀୟ

ସନି ଦେଓଲଙ୍କ ଲୋକ ସଭା ସଦସ୍ୟତା ସଙ୍କଟରେ: ଧାର୍ଯ୍ୟ ସୀମାଠାରୁ କରିଛନ୍ତି ଅଧିକ ଖର୍ଚ୍ଚ; ଇସି ଜାରି କରିପାରନ୍ତି ନୋଟିସ୍‌

ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍‌ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ କରିଥିବା ରିପୋର୍ଟ ନିର୍ବାଚନ କମିଶନ(ଇସି)ଙ୍କୁ ମିଳିଛି। ଧାର୍ଯ୍ୟ ସୀମା ୭୦ ଲକ୍ଷ ଥିବାବେଳେ ସେ ୮୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଏନେଇ ନିର୍ବାଚନ କମିଶନ ସନିଙ୍କୁ ନୋଟିସ୍‌ ଜାରି କରିପାରନ୍ତି। ନିୟମ ଅନୁସାରେ ଯଦି କୌଣସି ପ୍ରାର୍ଥୀ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ କରନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଅନ୍ତର୍ଗତ ତାଙ୍କର ସଦସ୍ୟତା ରଦ୍ଦ କରାଯାଇପାରେ। ଏହା ସହିତ ଦ୍ୱିତୀୟ ସ୍ଥାନରେ ଥିବା ପ୍ରାର୍ଥୀଙ୍କୁ ବିଜେତା ଭାବେ ଘୋଷଣା କରାଯିବାର ନିୟମ ମଧ୍ୟ ରହିଛି। ଏନେଇ ସନିଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି...

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି...

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି)...

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ...

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri