Posted inଫୁରସତ

ବାବା ରାମଦେବଙ୍କୁୁ ବିବାହ ପ୍ରଶ୍ନ ପଚରାଯିବାରୁ, ଉତ୍ତର ମିଳିଥିଲା ଏମିତି

ସାରା ବିଶ୍ୱରେ ଯୋଗଗୁରୁ ଭାବେ ପସିଦ୍ଧି ଅର୍ଜନ କରିଛନ୍ତି ବାବା ରାମଦେବ। ଖେଳରେ ମଧ୍ୟ ସେ ନିଜ ପାରଦର୍ଶିତା ଦେଖାଇଛନ୍ତି। ବେଜିଂ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ୟକ୍ରେନର କୁସ୍ତିଯୋଦ୍ଧା ଏଣ୍ଡ୍ରେଇ ଷ୍ଟ୍ୟାଡନିକ୍‌ଙ୍କୁ ରିଙ୍ଗରେ ହରାଇଥିଲେ ରାମଦେବ। ସେଲିବ୍ରିଟି ହୋଇଥିବା କାରଣରୁ ସେ ଅନେକ ଷ୍ଟେଜ୍‌ ଶୋ’ରେ ମଧ୍ୟ ଭାଗ ନିଅନ୍ତି। ଏହି କ୍ରମରେ ଥରେ ସେ ଦ କପିଲ ଶର୍ମା ଶୋ’ରେ ପହଞ୍ଚିଥିଲେ। କପିଲ ବାବା ରାମଦେବଙ୍କୁ ତାଙ୍କ ବିବାହ ବିଷୟରେ ପ୍ରଶ୍ନ ପଚାରିଥିଲା। ଏହା ଶୁଣି ବାବା କିଛି ସମୟ ପାଇଁ ଚୁପ୍‌ ହୋଇଯାଇଥିଲେ। ଉପସ୍ଥିତ ଦର୍ଶକ ଏହାଶୁଣି ତାଳି ବଜାଇଥିଲେ।  କପିଲ କଥାବାର୍ତ୍ତାବେଳେ କହିଥିଲେ, ଆପଣ ଏତେ ଲୋକପ୍ରିୟତା ହାସଲ କରିଛନ୍ତି, ପତଞ୍ଜଳି ୧୦ ହଜାର କୋଟିରୁ ଅଧିକ ଟଙ୍କାର ବ୍ୟବସାୟ କରୁଛି। ଲାଗୁନାହିଁ ଆପଣ ଏବେ ସେଟେଲ୍‌ ହୋଇଗଲେଣି,ବିବାହ କରିନେବା ଉଚିତ୍‌ ହେବ। ଏହା ଶୁଣି ରାମଦେବ କହିଥିଲେ, ତୁମ ବିବାହ ହୋଇଗଲାଣି। ମୋର ସେଟେଲ୍‌ ହେବାର ଚିନ୍ତା ନାହିଁ। ମୋତେ ୧୦୦ କୋଟି ଦେଢ ଶହ କୋଟି ଲୋକଙ୍କୁ ସେଟେଲ କରିବାର ଅଛି। ଏହା ଶୁଣି କପିଲ ଚୁପ୍‌ ହୋଇଯାଇଥିଲେ। ରାମଦେବ ଆହୁରି ମଧ୍ୟ କପିଲକୁ କହିଥିଲେ, ତୁମ ଭଳି ଯଦି ମୁଁ ଘଝିଅ ଚକ୍କରରେ ରହିବି, ତେବେ ଦିନେ ଏକାନ୍ତରେ ବସି ବିରହ ଗୀତ ଗାଇବି ବୋଲି କହିଥିଲେ ଏହା ଶୁଣି ଉପସ୍ଥିତ ଲୋକେ ହସି ହସି ଗଡିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri