ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଅନ୍ୟପକ୍ଷରେ ଯେଉଁମାନେ କିଛିଦିନ ମଧ୍ୟରେ ମୋ’ ସମ୍ପର୍କରେ ଆସିଛନ୍ତି ସେମାନେ ତାଙ୍କର ଟେଷ୍ଟ କରାଇ ନିଅନ୍ତୁ ଏବଂ ଆଇସୋଲେଶନ୍‌ରେ ରୁହନ୍ତୁ ବୋଲି ମନ୍ତ୍ରୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ପରେ ସିବିଏସ୍‌ଇ ପରୀକ୍ଷାଫଳ

ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ।...

ରାଜଧାନୀରୁ ନକଲି ଏନ୍‌ସିଇଆର୍‌ଟି ବହି ଜବତ

ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍‌ସିଇଆର୍‌ଟି ବହି ବିକ୍ରି କରୁଥିବା ବୁକ୍‌ ଷ୍ଟୋର ଠାବ ହୋଇଛି। ଏନ୍‌ସିଇଆର୍‌ଟିର ୨ଜଣିଆ ଟିମ୍‌ ଭୁବନେଶ୍ୱର ପୋଲିସ ସହାୟତାରେ ସହରର...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri