Posted inଖେଳ

‘ଦାରୁ ବଦ୍‌ନାମ’ ଗୀତରେ ନାଚିଲେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଲାଗି ବର୍ତ୍ତମାନ ସୋସିଆଲ ମିଡିଆରେ ଆଉ ବେଶି ସମୟ ଜଡ଼ିତ ହେଉନାହାନ୍ତି। ଅପରପକ୍ଷରେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ ବର୍ମା କିନ୍ତୁ ଏକ ଗୀତ ଜରିଆରେ ସୋସିଆଲ ମିଡିଆରେ ଏବେ ବେଶ୍‌ ସକ୍ରିୟ ରହିଛନ୍ତି। ବୃତ୍ତିରେ ଜଣେ ଡାକ୍ତର ହୋଇଥିଲେ ମଧ୍ୟ ଧନଶ୍ରୀ କୋରିଓଗ୍ରାଫର ଭାବେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ସେ ‘ଦାରୁ ବଦ୍‌ନାମ’ ଗୀତରେ ନୃତ୍ୟ କରି ଏହାର ଭିଡିଓକୁ ସୋସିଆଲରେ ଶେୟାର କରିଥିଲେ। ଯାହାକି ଏବେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓ ଶେୟାର କରି ଧନଶ୍ରୀ ଲେଖିଛନ୍ତି, ଏହା ମୋର ପ୍ରିୟ ଗୀତ। ଏହି ଭିଡିକୁ ଶେୟାର କରିବା ଲାଗି ବହୁତ ଅପେକ୍ଷା କରିବାକୁ ପଡ଼ିଥିଲା।


ପ୍ରକାଶଯୋଗ୍ୟ, ଅଗଷ୍ଟ ୮ରେ ଚହଲ ଓ ଧନଶ୍ରୀଙ୍କ ମଧ୍ୟରେ ନିର୍ବନ୍ଧ ଅନୁଷ୍ଠିତ ହୋଇଥିଲା। ନିର୍ବନ୍ଧବେଳର କିଛି ଫଟୋ ଶେୟାର କରି ଚହଲ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଥିଲେ। ଧନଶ୍ରୀ ୟୁଟ୍ୟୁବରେ ଜଣେ ଚର୍ଚ୍ଚିତ ଚେହେରା। ତାଙ୍କର ଏକ ସ୍ବତନ୍ତ୍ର ଚ୍ୟାନେଲ ରହିଛି। ସେ ଜଣେ କୋରିଓଗ୍ରାଫର ସାଙ୍ଗକୁ ବୃତ୍ତିରେ ଦନ୍ତ ଚିକିତ୍ସକ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri