CORONAVIRUS UPDATE: ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୬ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୬, ବାଲେଶ୍ୱରରୁ ୧୩୦, ବରଗଡ଼ରୁ ୫୧, ଭଦ୍ରକରୁ ୭୩, ବଲାଙ୍ଗୀରରୁ ୬୬, ବୌଦ୍ଧରୁ ୫୩, କଟକରୁ ୧୧୭, ଢେଙ୍କାନାଳରୁ ୩୬, ଗଜପତିରୁ ୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୪୬ ଜଗତ୍‌ସିଂହପୁରରୁ ୨୬, ଯାଜପୁରରୁ ୭୫, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୯୦, କେନ୍ଦ୍ରାପଡ଼ାରୁ ୭, କେନ୍ଦୁଝରରୁ ୭୨, କୋରାପୁଟରୁ ୯୧ , ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୮୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୧୪୭, ନୂଆପଡ଼ାରୁ ୮, ରାୟଗଡ଼ାରୁ ୧୨୦, ପୁରୀରୁ ୪୦, ସମ୍ବଲପୁରରୁ ୫୩, ସୁବର୍ଣ୍ଣପୁରରୁ ୨୪ ଓ ସୁନ୍ଦରଗଡ଼ରୁ ୬୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୪୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୩୩୯ ଚିକିତ୍ସାଧୀନ ଅଛନ୍ତି। ୪୩୭୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri