ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି ସାପକୁ ଦଉଡ଼ି ପରି ବୁଲାନ୍ତି ତେବେ…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି। ଏହି ଆବେଦନ ଆମେରିକା ରାଷ୍ଟ୍ରପତିଙ୍କ ଦ୍ୱାରା…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି। ଶନିବାର (୪ ଏପ୍ରିଲ) ଦିନ, ଆମେରିକା…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ ଉଚ୍ଚସ୍ତରୀୟ ସାମରିକ ଅଧିକାରୀ ନିହତ ହୋଇଛନ୍ତି।…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର ଯାଉଥିବା ସମୟରେ ବିଳମ୍ବିତ ରାତିରେ କେନ୍ଦୁଘାଟି…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ ଭବ୍ୟ ମିନି ‘ଐତିହ୍ୟ ଗଣଦୌଡ଼’(ହ୍ୟାରିଟେଜ ରନ) ଅନୁଷ୍ଠିତ ହୋଇଯାଇଛି। ଏହାକୁ ସମ୍ବଲପୁର ଜିଲାପାଳ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E ବିମାନକୁ ଗୁଳି କରି ଖସାଇ ଦିଆଯାଇଥିଲା। ଏହି ଘଟଣା ସମୟରେ ବିମାନରେ ଥିବା…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିସହ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା କରିନାହିଁ ବରଂ ଆମେରିକାକୁ ପରିଣାମ ଭୋଗିବାକୁ ପଡିବ ବୋଲି ଚେତାବନୀ ମଧ୍ୟ ଦେଇଛି।…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା ଅଧିକାର ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି । ମୁଖ୍ୟ ବିଚାରପତି ଡି.କେ.…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍ ଇରାନ ମାଟିରେ ନିଖୋଜ ହୋଇଯାଇଛନ୍ତି । ଇରାନୀ ସାମରିକ ବାହିନୀ ଏବଂ ଇସଲାମିକ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ ପରିବର୍ତ୍ତନ କରି ଚାଇନା ମୁହାଁ ହୋଇଛି। ପେଟ୍ରୋଲିୟମ ମନ୍ତ୍ରଣାଳୟ କହିଛି ଯେ, ଭାରତ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି ସମୟ ମଧ୍ୟରେ ହ୍ବାଇଟ୍‌ ହାଉସ୍‌ରେ ରହିବେ। ଉଚ୍ଚସ୍ତରୀୟ ରୁଦ୍ଧଦ୍ୱାର ବୈଠକର ଅଧ୍ୟକ୍ଷତା କରିବେ।…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ ଜାହାଜଗୁଡ଼ିକୁ ପରିବହନ କରିବାକୁ ଅନୁମତି ଦେଉଛି। ଏହି ମାର୍ଗ ପାରମ୍ପରିକ ମାର୍ଗ ଏବଂ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri