କପାଳୀ ସେତୁ ରାସ୍ତା ଧସିଲା

ବନ୍ତ,୨୧।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ପଥର ଟିଲୋ କପାଳୀ ସେତୁ ମୁଣ୍ଡ ରାସ୍ତା ଗୁରବାର ଧସି ଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ୨ ବର୍ଷ ତଳେ ଏହି ସେତୁର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨ ମାସ ହେବ ସରିଛି ା ଏବେ ଉକ୍ତ ସେତୁ ଉପରେ ଯାତାୟାତ ହେଉଛି ା ନିର୍ମାଣ କାର୍ଯ୍ୟବେଳେ ସେତୁ ଦୁଇ ମୁଣ୍ଡ ରାସ୍ତା ପାର୍ଶ୍ୱରେ ପ୍ରୋଟେକ୍ସନ୍‌ ୱାଲ ତିଆରି କରାଯାଇ ନ ଥିଲା ା ବାଉଁଶ ବାଡ଼ା ଦ୍ୱାରା ରାସ୍ତା ନିର୍ମାଣ କରାଯାଇଥିଲା। ଗତ ଦୁଇ ଦିନ ଧରି ଲଘୁଚାପ ବର୍ଷା ପ୍ରଭାବରେ ସେତୁ ମୁଣ୍ଡ ରାସ୍ତା ଧସି ଯାଇଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ରାସ୍ତା ଉପରେ ଯାତାୟାତ କରିବା ପାଇଁ ଲୋକେ ଭୟ କରୁଛନ୍ତି ା ଅପରପକ୍ଷେ ଠିକ୍‌ ସ୍ଥାନରେ ସେତୁ ନିର୍ମାଣ ହୋଇ ନ ଥିବାରୁ ଟିଲୋ ହରିଜନ ସାହି ବନ୍ୟାଜଳରେ ପ୍ରଭାବିତ ହେବ ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି ା ଏ ସମ୍ପର୍କରେ ନିର୍ମାଣକାରୀ ସଂସ୍ଥାର ସାଇଡ୍‌ ଇଞ୍ଜିନୟର ଅଶୋକ କୁମାର ସେଠୀଙ୍କୁ ପଚାରିବାରୁ ବାକିଥିବା କାମ ସମ୍ପୂର୍ଣ୍ଣ କରାଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri