Posted inଖେଳ

କୋହଲି-ସଚିନଙ୍କ ବ୍ୟାଟ୍‌ ପ୍ରସ୍ତୁତକାରୀଙ୍କୁ ସହାୟତା ଦେବେ ଏହି ପ୍ରସିଦ୍ଧ ଅଭିନେତା

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବ୍ୟାଟ୍‌ ତିଆରି କରୁଥିବା ଅଶରଫ ଚୌଧୁରୀ ଅଭାବ ଅନଟନ ଦେଇ ଗତି କରୁଛନ୍ତି। ଏନେଇ ସମ୍ବାଦ ପ୍ରକାଶ ପାଇବା ପରେ ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ ତାଙ୍କୁ ସହାୟତା ଦେବାକୁ ଆଗେଇ ଆସିଚନ୍ତି। ନିଜ ଟୁଇଟର ହ୍ୟାଣ୍ଡଲ୍‌ରେ ଅଶରଫ୍‌ଙ୍କ ଠିକଣା ଦେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଗରିବ ଲୋକଙ୍କ ସାହାରା ପାଲଟିଥିବା ସୋନୁ ଅନେକ ପ୍ରବାସୀଙ୍କୁ ଘରେ ପହଞ୍ଚାଇଥିଲେ। କାହାକୁ ଟ୍ରାକ୍ଟର ତ ଆଉ କାହାକୁ ମଇଁଷି ଦେଇ ହୃଦୟ ଜିତିଛନ୍ତି ସେ। ଏବେ ଅଶରଫଙ୍କ ସହାୟତା ଦେବାକୁ ମଧ୍ୟ ଆଗେଇ ଆସିଛନ୍ତି। ସୂଚନାଯୋଗ୍ୟ, ଅଶରଫ କିଛିଦିନ ହେବ କିଡନୀ ସମସ୍ୟା ଦେଇ ଗତି କରୁଛନ୍ତି। ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri