Posted inଖେଳ

ମହିଳାଙ୍କ ମେକ୍‌ଅପ୍‌ କରନ୍ତି ଏହି କ୍ରିକେଟରଙ୍କ ସ୍ତ୍ରୀ

ବିଶ୍ୱର ସବୁଠାରୁ ବିପଜ୍ଜନକ ବୋଲରଙ୍କ ମଧ୍ୟରୁ ଅନ୍ୟତମ ନ୍ୟୁଜିଲାଣ୍ଡର ତାରକା ବୋଲର ଟିମ୍‌ ସାଉଥିଙ୍କ ସ୍ତ୍ରୀ ବ୍ରାଇ ଫାହି ମଧ୍ୟ ତାଙ୍କ ଭଳି ପ୍ରତିଭାର ଅଧିକାରୀ। ବ୍ରାଇ ପତ୍ନୀ ମେକଅପ ଏବଂ ହେୟାର ଆର୍ଟରେ ପାରଦର୍ଶୀ ଅଟନ୍ତି। ୨୭ ଡିସେମ୍ବର ୧୯୯୦ ରେ ଜନ୍ମଗ୍ରହଣ କରିଥିବା ବ୍ରାଇ ଫାହି ଜଣେ ମେକଅପ ଆର୍ଟିଷ୍ଟ ଏବଂ ହେୟାର ଷ୍ଟାଇଲିଷ୍ଟ। ସେ ନ୍ୟୁଜିଲାଣ୍ଡର ଏକ ସେଲୁନରେ ମେକଅପ ଆର୍ଟିଷ୍ଟ ଭାବରେ କାର୍ଯ୍ୟ କରନ୍ତି। ଏହି କ୍ଷେତ୍ରରେ, ସେ ନିଜ ଦକ୍ଷତା ସହିତ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।
ସାଉଥି ବିଶ୍ୱର ତାରକା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ। କିନ୍ତୁ ତାଙ୍କ ସ୍ତ୍ରୀ କ୍ରିକେଟ ପରିବର୍ତ୍ତେ ରଗ୍‌ବି ଦେଖିବାକୁ ପସନ୍ଦ କରନ୍ତି। ବ୍ରାଇଙ୍କର ବିଶେଷ କଥା ହେଉଛି ସେ ତାଙ୍କ ସ୍ବାମୀଙ୍କ ସହ ରଗବୀଙ୍କ ମ୍ୟାଚ ଦେଖିବାକୁ ପସନ୍ଦ କରନ୍ତି। ଯେତେବେଳେ ବି ସେ ସୁଯୋଗ ପାଆନ୍ତି, ସେ ସାଉଥିଙ୍କ ସହ ରଗବୀର ମ୍ୟାଚ ଦେଖନ୍ତି। ବ୍ରାଇ ଜଣେ ମେକଅପ ଆର୍ଟିଷ୍ଟ ଏବଂ ହେୟାର ଷ୍ଟାଇଲିଷ୍ଟ ହୋଇପାରନ୍ତି, କିନ୍ତୁ ସେ ନେଲ ଆର୍ଟ କରିବାକୁ ମଧ୍ୟ ଭଲ ପାଆନ୍ତି। ୨୦୧୧ରେ ଏକ ମ୍ୟାଚ ସମୟରେ ବ୍ରାଇ ସାଉଥିଙ୍କୁ ଭେଟିଥିଲେ ଏବଂ ପରେ ଉଭୟଙ୍କ ଧ୍ୟରେ ପ୍ରେମହୋଇଥିଲା। ଏହି ଦମ୍ପତିଙ୍କର ଦୁଇଟି ସନ୍ତାନ ଅଛନ୍ତି। ବ୍ରାଇ ଘୋଡା ଚଢିବାକୁ ମଧ୍ୟ ଭଲ ପାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri