କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି। ୧୭୪ ରନର ପିଛା କରି, ରାଚିନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ସେମାନେ ବର୍ତ୍ତମାନର…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ସଲମାନ ଖାନ ଏବଂ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ୱାନୁମାନ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗୁରୁବାର ଠାରୁ ରାଜ୍ୟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ ମଙ୍ଗଳବାର ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହିଂସାତ୍ମକ ବିକ୍ଷୋଭ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଏଥିପାଇଁ ସରକାରୀ ସ୍ତରରେ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି ପାଇଥିବା ସୋମବାର ପ୍ରକାଶିତ ଏକ ସରକାରୀ ସର୍ଭେରୁ ଜଣାପଡ଼ିଛି। ଗତ ମାସରେ ଉଭୟ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ କିଣୁଛନ୍ତି। ଏହାର ପ୍ରଭାବ କ୍ରିକେଟ ପାଇଁ ପାଗଳ ପ୍ରତ୍ୟେକ ଭାରତୀୟଙ୍କ ଉପରେ ପଡୁଛି।…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ ବୃଦ୍ଧି ପାଇଛି। ଗତ ଡିସେମ୍ବର ମାସରେ ଏହା ୦.୮୩% ରହିଥିବା ବେଳେ ଜାନୁଆରୀରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri