ଭୁବନେଶ୍ୱର,୨୬।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସବୁ ଜିଲାରେ ଦୁର୍ନୀତି ହୋଇଥିବା ନେଇ ଭାଜପା ଅଭିଯୋଗ କରିଛି। ଭାଜପାର ଅଭିଯୋଗ ପରେ ବିଜେଡି ମଧ୍ୟ ପଲଟା ଜବାବ ରଖିଛି। ଯଦି ଆବାସ ଯୋଜନରାରେ ଦୁର୍ନୀତି ହେଉଛି, ତେବେ କେଉଁ ଆଧାରରେ ଓଡିଶାକୁ ଏ କ୍ଷେତ୍ରରେ କେନ୍ଦ୍ର ସରକାର ବାରମ୍ବାର ପୁରସ୍କାର ଦେଉଛନ୍ତି ବୋଲି ବିଜେଡି ପାଲଟା ପ୍ରଶ୍ନ କରିଛି। ବିଜେଡିର ଏଭଳି ଯୁକ୍ତିକୁ ନେଇ ମଙ୍ଗଳବାର ପୁଣିଥରେ ଭାଜପା ଶାସକ ଦଳକୁ ଆକ୍ରମଣ କରିଛି। ଏଭଳି ଆବାସ ଦୁର୍ନୀତି କଥାରେ ବିଜେଡି-ଭାଜପା କଳି ତୁଟିବାର ନାଁ ଧରୁନାହିଁ।
ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭଣ୍ଡୁର କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ଷଡଯନ୍ତ୍ର କରୁଛନ୍ତି। ସବୁ ଜିଲାରେ ଗରିବ ଅସହାୟ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦେବା ନାଁରେ କୋଟି କୋଟି ଟଙ୍କା ଲୁଟ୍ କରାଯାଉଛି। ଏଥିରେ ଶାସକ ଦଳ ନେତା ଓ ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ଥିବାରୁ ସରକାର କୌଣସି କର୍ଯ୍ୟାନୁଷ୍ଠାନ ନ ନେଇ ଚୁପ୍ ରହୁଛନ୍ତି ା କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପିଠାଗୋଲା ପଞ୍ଚାୟତ ଖରବା ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ସାମ୍ନାକୁ ଆସିଛି ବୋଲି ଗୋଲକ ଅଭିଯୋଗ କରିଛନ୍ତି।
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...
ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
Archives


