ରିୟାଙ୍କ ଉପରେ ବର୍ଷିଲେ ସୁଶାନ୍ତଙ୍କ ଭଉଣୀ: କହିଲେ ‘ତୁମେ ସବୁ ସୀମା ପାର କଲଣି’

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କୁ ପ୍ରମୁଖ ଦୋଷୀ ବୋଲି କୁହାଯାଉଛି। ପ୍ରଥମେ ମାମଲା ବମ୍ବେ ପୋଲିସ ହାତରେ ଥିବା ବେଳେ ଏବେ ସିବିଆଇ ମୃତ୍ୟୁର ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରୁଛି। ଏପରିସ୍ଥଳେ ଜାତୀୟ ଗଣମାଧ୍ୟମରେ ମୁହଁ ଖୋଲି ପୁଣି ବିବାଦକୁ ଆସିଛନ୍ତି ରିୟା। ସୁଶାନ୍ତଙ୍କ ବିଷୟରେ ରିୟା ରଖିଥିବା ଯୁକ୍ତିକୁ ଭିତ୍ତିହୀନ କହୁଛି ସୁଶାନ୍ତଙ୍କ ପରିବାର।

ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କିର୍ତ୍ତୀ ଟୁଇଟ୍‌ କରି ରିୟାଙ୍କୁ କଟାକ୍ଷ କରିଛନ୍ତି। ଭାଇ କେବେ ବି ଏହି ଝିଅ ସହ ଭେଟ ହୋଇ ନ ଥାନ୍ତେ କି? କାହାର ସହମତି ବିନା ତାକୁ ଡ୍ରଗ୍ସ ଦେବା ଏବଂ ପୁଣି ତାକୁ ମାନସିକ ଅବସାଦରେ ଥିବା କହି ମନୋଚିକିତ୍ସକଙ୍କ ପାଖକୁ ନେଇଯିବା କିଭଳି ସ୍ତରର ହେରଫେର ତାହା ସ୍ପଷ୍ଟ ହେଉଛି। ତୁମେ ତୁମ ଆତ୍ମାକୁ କ’ଣ ଜବାବ ଦେବ। ତୁମେ ସବୁ ସୀମା ଲଙ୍ଘି ସାରିଲଣି।

ଆଉ ଏକ ଟୁଇଟ୍‌ରେ ଶ୍ୱେତା ଲେଖିଛନ୍ତି, ତୁମର ସାହସ ଏତେ ଯେ ମୋର ଏତେ ଭଲ ଭାଇ ବିଷୟରେ ଭୁଲ କଥା ଜାତୀୟ ଗଣମାଧ୍ୟମରେ କହି ତାକୁ ବଦନାମ କରିବାକୁ ଚେଷ୍ଟା କରୁଛି। ତୁମକୁ କ’ଣ ଲାଗୁଛୁ ତୁମେ ଯାହା କରିଛ ତାହା ଭଗବାନ ଦେଖୁନାହାନ୍ତି ବୋଲି। ମୁଁ ଈଶ୍ୱରଙ୍କ ଉପରେ ବିଶ୍ୱାସ କରେ। ମୁଁ ଏବେ ଭଗବାନ କ’ଣ କରୁଛନ୍ତି ତୁମ ସହ ତାହା ଦେଖିବାକୁ ଚାହୁଛି ବୋଲି ଶ୍ୱେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri