ଟ୍ରାଡିଶନାଲ ଲୁକ୍‌ରେ ନଜର ଆସିଲେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନନ୍ୟା ପାଣ୍ଡେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମକୁ ନେଇ ଏବେ ଅଛନ୍ତି ଚର୍ଚ୍ଚାରେ। ଇଶାନ ଖଟ୍ଟରଙ୍କ ସହ ‘ଖାଲି-ପିଲି’ରେ ନଜର ଆସିବେ ଅନନ୍ୟା। ଏହାସହ ସେ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଅଛନ୍ତି। ନିକଟରେ ସେ ସୋସିଆଲ ମିଡିଆରେ ଏମିତି ଏକ ଫଟୋ ପୋଷ୍ଟ କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି। ସେ ଏକ ଟ୍ରାଡିଶନାଲ ଲୁକ୍‌ରେ ଫଟୋ ଶେୟାର କରିଥିବା ବେଳେ ସେସବୁ ଦିନକୁ ସେ କେମିତି ମିସ୍‌ କରୁଛନ୍ତି ତାହା ମଧ୍ୟ ଉଲ୍ଲେଖ କରିଛନ୍ତି। ଇନଷ୍ଟାଗ୍ରାମରେ ସେ ଯେଉଁ ଫଟୋ ଶେୟାର କରିଛନ୍ତି ସେଥିରେ ସେ ସାଲଓ୍ବାର ସୁଟ୍‌ରେ ନଜର ଆସିଛନ୍ତି। ନାକରେ ନାକଫୁଲ ସହ ହାତରେ ଚୁଡି ଅନନ୍ୟାଙ୍କ ଏହି ଲୁକ୍ସ ତାଙ୍କ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏହାପରେ ତାଙ୍କର ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଶେୟାର କରିବା ସହ ସେ ଦର୍ଶକଙ୍କୁ ‘ଖାଲି-ପିଲି’ର ଟିଜର ଦେଖିବାକୁ ଅପିଲ ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ,...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri