ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏହି ଅଭିନେତା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହେବା ଦୁଇମାସ ପୂରିସାରିଲାଣି। ଏହି ମାମଲାର ନିରପେକ୍ଷ ତଦନ୍ତ ପାଇଁ ବିଭିନ୍ନ ବର୍ଗରୁ ଦାବି ହୋଇ ଆସୁଛି। ସିବିଆଇ ଏବଂ ନେରୋକୋଟିକ୍‌ ଓ୍ବିଙ୍ଗ୍‌ ମଧ୍ୟ ଏହି ଘଟଣାରେ ନିୟୋଜିତ ହୋଇଛନ୍ତି। ଏବେ ଆଉ ଏକ ଖବର ଜାଣିବାକୁ ମିଳିଛି। ଭାଜପା ନେତା ତଥା ଅଭିନେତା ରବି କିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି।
ଏକ ସାକ୍ଷାତକାରେ ରବି କିଶନ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିବା କହିଛନ୍ତି। ଏଥିରେ ସେ ଲେଖିଛନ୍ତି, ଆତ୍ମହତ୍ୟା ନୁହେଁ, ସୁଶାନ୍ତଙ୍କୁ ହତ୍ୟା କରାଯାଇଛି। କିଏ ସୁଶାନ୍ତଙ୍କୁ କାହିଁକି ହତ୍ୟା କଲା ଆଦି ପ୍ରଶ୍ନର ଉତ୍ତର ସାମ୍ନାକୁ ଆସିବା ଉଚିତ୍‌ ବୋଲି ସେ ଚିଠିରେ ଲେଖିଛନ୍ତି। ଏହା ପୂର୍ବରୁ ସୁବ୍ରମଣ୍ୟମ ସ୍ବାମୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri