Posted inଫୁରସତ

ଜିମ୍‌ସେଣ୍ଟରରେ ବତକ: କରୁଛି ଏପରି ବ୍ୟାୟାମ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ, ଗୋଟିଏ ବତକ ଜିମ୍‌ସେଣ୍ଟରକୁ ଯାଇଛି। ସେଠାରେ ବ୍ୟାୟାମ କରୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ସେ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି ଯେ, ‘‘ ସଣ୍ଡେ ମୁଡ୍‌ ’’ । ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri