ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ପୁରୀ, ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ କଟକ, ଗଞ୍ଜାମ, ଜଗତ୍‌ସିଂହପୁର କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri