ବରୀ ବିଧାୟିକାଙ୍କୁ କରୋନା

ବରୀ,୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବିଧାୟିକା ସୁନନ୍ଦା ଦାସ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ଏବେ ହୋମ୍‌ ଆଇସୋଲେଶନରେ ଅଛନ୍ତି। କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ଆବଶ୍ୟକସ୍ଥଳେ ତାଙ୍କର ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri