ଗାଧୋଇବାକୁ ଯାଇ ବ୍ରାହ୍ମଣୀରେ ବୁଡ଼ିଗଲେ ବୃଦ୍ଧ

କଣିହାଁ,୩ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବିକିଶର ଗ୍ରାମରେ ବ୍ରାହ୍ମଣୀରେ ବୁଡ଼ିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସେହି ଗ୍ରାମର ନବୀନା ନାଏକ (୭୦)। ନବୀନାଙ୍କ ପୁଅ କିଶୋରୀ ଅଭିଯୋଗ ମୁତାବକ ତାଙ୍କ ବାପା (ବୁଧବାର) ଅପରାହ୍ନ ୨ଟାରେ ଗାଁ ନିକଟରେ ଥିବା ବ୍ରାହ୍ମଣୀକୁ ଗାଧୋଇବା ପାଇଁ ଯାଇଥିଲେ। ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ତେବେ ଗୁରୁବାର ନଦୀତୁଠରେ ନବୀନାଙ୍କର ଗାମୁଛା ଓ ବାଡ଼ି ଥିବାର ଦେଖି ପାଣିରେ ବୁଡ଼ିଯାଇଥିବାର ସନ୍ଦେହ ହୋଇଥିଲା। ଏନେଇ ତାଳଚେର ଦମକଳ ବାହିନୀକୁ ଖବର ଦେବା ପରେ କର୍ମଚାରୀମାନେ ଆସି ନଦୀ ମଧ୍ୟରୁ ମୃତଦେହକୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ସମଲ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ତଳଚେରସ୍ଥିତ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri