ସଞ୍ଜୟ ଦତ୍ତଙ୍କୁ କ୍ୟାନ୍‌ସର ହେବା ଜଣାପଡ଼ିବା ପରେ ଭାଙ୍ଗି ପଡ଼ିଛନ୍ତି ମାନ୍ୟତା ! ଏପରି କହି ବାଣ୍ଟିଲେ ଦୁଃଖ

ବମ୍ବେ: ଫୁସ୍‌ଫୁସ୍‌ କର୍କଟରେ ଆକ୍ରାନ୍ତ ହୋଇଛନ୍ତି ଅଭିନେତା ସଞ୍ଜୟ ଦତ୍ତ। କିଛିଦିନ ତଳେ ଏହା ଜଣାପଡ଼ିବା ପରେ ପରିବାର ଉପରେ ଦୁଃଖର ବାଦଲ ଢ଼ାଙ୍କି ହୋଇଯାଇଛି। ହେଲେ ପରିସ୍ଥିତି ସହ ଲଢ଼ିବାକୁ ସେମାନେ ନିଶ୍ଚିତ କରିଛନ୍ତି। ସଞ୍ଜୟ ଏବେ ଚିକିତ୍ସାଧୀନ ଥିବା ବେଳେ ସ୍ତ୍ରୀ ମାନ୍ୟତା ବେଶ୍‌ ଭାଙ୍ଗି ପଡ଼ିଛନ୍ତି।

ସେ ଏକ ପୋଷ୍ଟ କରି ଦୁଃଖକୁ ଅନ୍ୟ ସହ ବାଣ୍ଟିଛନ୍ତି। ମାନ୍ୟତା ଲେଖିଛନ୍ତି, ବେଳେବେଳେ ଆପଣଙ୍କୁ ଚୁପ୍‌ ରହିବାକୁ ପଡେ। କାରଣ କୌଣସି ଶବ୍ଦ ଆପଣଙ୍କ ମନରେ ଏବଂ ହୃଦୟରେ କ’ଣ ଚାଲିଛି ତାହା କହିପାରିବ ନାହିଁ।

ତେବେ ସଞ୍ଜୟଙ୍କ କ୍ୟାନ୍‌ସର ହୋଇଥିବା ଜଣାପଡ଼ିବା ପରେ ଆଧିକାରିକ ଭାବେ ମାନ୍ୟତା ବୟାନ ଜାରି କରିଥିଲେ। ତାଙ୍କ ପାଇଁ ପ୍ରାର୍ଥନା କରିଥିବା ସମସ୍ତଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri