କାଜଲଙ୍କ ରୂପରେ ଏହି ଗୀତରେ ନାଚୁଛନ୍ତି କରଣ, ଭିଡିଓ ଭାଇରାଲ

ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ କହିଥିଲେ, ପିଲାମାନଙ୍କ ଉପରେ ତାଙ୍କର ପ୍ରଥମ ପୁସ୍ତକ ଲେଖିବାକୁ ଯାଉଛନ୍ତି। କରଣଙ୍କ ଏହି ଟୁଇଟ୍‌ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶଂସକଙ୍କ ସହ ଫିଲ୍ମ ଜଗତର କଳାକାରମାନେ ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ବର୍ତ୍ତମାନ କରଣଙ୍କ ଆଉ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କରଣ କାଜଲଙ୍କ ରୂପରେ ନାଚୁଥିବାର ନଜର ଆସିଛନ୍ତି। ଏହି ଭିଡିଓଟି ଶାହାରୁଖ୍‌ ଖାନ୍‌ ଏବଂ କାଜଲଙ୍କ ଅଭିନୀତ ଫିଲ୍ମ ‘ଦିଲ୍‌ଓ୍ବାଲେ ଦୁଲ୍‌ହାନିଆ ଲେ ଯାଏଙ୍ଗେ’ର ଏକ ଗୀତର ଦୃଶ୍ୟ। ‘ମେରେ ଖାବୋମେ ଜୋ ଆୟେ’ ଗୀତରେ ଚାଚୁଛନ୍ତି। କରଣ ଅବିକଳ କାଜଲଙ୍କ ପରି ସଜେଇ ହୋଇଛନ୍ତି। ୟୁଜରମାନେ ମଧ୍ୟ କରଣଙ୍କ ଏହି ଭିଡିଓରେ ମଜାଳିଆ କମେଣ୍ଟ ସବୁ ଦେଇଛନ୍ତି।


ପିଲାମାନଙ୍କ ଉପରେ ପ୍ରଥମ ପୁସ୍ତକ ଲେଖିବା ବିଷୟରେ ସୂଚନା ଦେବାବେଳେ କରଣ ଟୁଇଟଥ କରି କହିଛନ୍ତି, ‘ମୁଁ କିଛି ରୋମାଞ୍ଚକର ବିଷୟ ବାଣ୍ଟିବାକୁ ଚାହେଁ’। ପିଲାମାନଙ୍କ ପାଇଁ ମୋର ପ୍ରଥମ ପୁସ୍ତକ।’ କରଣଙ୍କ ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କର ଦୁଇ ପିଲାଙ୍କ ଉପରେ ଏହି ପୁସ୍ତକ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri