ରାଜକୁମାରୀ ଡାଏନାଙ୍କ ଉପରେ ନିର୍ମାଣ ହେବ ଫିଲ୍ମ: ନେଟଫ୍ଲିକ୍ସ ସହ ହେବ ଚୁକ୍ତି !

ଲଣ୍ଡନ,୬।୯: ପ୍ରିନ୍ସ ହ୍ୟାରି ଓ ତାଙ୍କ ସହଧର୍ମିଣୀ ମେଗନ ମାର୍କେଲ ରାଜକୁମାରୀ ଡାଏନାଙ୍କ ଜୀବନିକୁ ନେଇ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରିବାକୁ ଚିନ୍ତା କରିଛନ୍ତି। ଏଥିପାଇଁ ନେଟଫ୍ଲିକ୍ସ ସହ କଥା ହେବାକୁ ସେମାନେ ପ୍ରସ୍ତୁତ ହୋଇ ସାରିଲେଣି। ଏହି ଡକ୍ୟୁମେଣ୍ଟାରୀ ଫିଲ୍ମ ରାଜକୁମାରୀ ଡାଏନାଙ୍କ ପାଇଁ ଏକ ଶ୍ରଦ୍ଧାଞ୍ଜଳି ହେବ ବୋଲି କୁହାଯାଉଛି। ଏଥିପାଇଁ ନେଟଫ୍ଲିକ୍ସ ସହ ୧୧୨ ମିଲିୟନ ପାଉଣ୍ଡର ଏକ ଡିଲ୍‌ ହେବ ବୋଲି ଶୁଣିବାକୁ ମିଳିଛି। ଚଳିତ ସପ୍ତାହରେ ଡ୍ୟୁକ ଓ ଡଚେସ ଷ୍ଟ୍ରିମିଂର ବଡ କମ୍ପାନୀ ନେଟଫ୍ଲିକ୍ସ ସହ ଏହାକୁ ନେଇ ଏକ ଚୁକ୍ତି କରାଯିବା କଥା କହିଛନ୍ତି। ଏହି ଫିଲ୍ମ ନିର୍ମାଣ ପାଇଁ ସେମାନେ ନେଟଫ୍ଲିକ୍ସ ମଞ୍ଚକୁ ବ୍ୟବହାର କରିବାକୁ ଚାହିଁଥିବା ଦର୍ଶାଇଛନ୍ତି।

ପ୍ରିନ୍ସ ହ୍ୟାରି ଓ ତାଙ୍କ ସହଧର୍ମିଣୀ ମେଗନ ମାର୍କେଲ ରାଜ ପରିବାରରୁ ଅଲଗା ହେବା ପରେ ଚଳିତ ବର୍ଷ ଜାନୁୟାରୀରେ ଏମିତି ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରିବାକୁ ସ୍ଥିର କରିଥିବା କୁହାଯାଏ। ଏମାନେ ନିଜେ ଏକ ପ୍ରଡକ୍ସନ କମ୍ପାନୀ ଆରମ୍ଭ କରିଥିବା ବେଳେ ସେଥିରେ ଡକ୍ୟୁମେଣ୍ଟାରୀ, ଫିଚର ଫିଲ୍ମ ଓ ପିଲାଙ୍କ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ମାତ୍ର ୩୬ ବର୍ଷ ବୟସରେ ୧୯୯୭ରେ ଏକ କାର୍‌ ଦୁର୍ଘଟଣାରେ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ହୋଇଥିଲା। ଏହି ଡକ୍ୟୁମେଣ୍ଟାରୀରେ ଡାଏନାଙ୍କ ଜୀବନୀ ତାଙ୍କ ଦ୍ୱାରା କରାଯାଇଥିବା କାମକୁ ଦେଖାଯିବ ବୋଲି କୁହାଯାଉଛି। ଯେମିତିକି ଡାଏନା ଏଡ୍‌ସ ପୀଡିତଙ୍କ ପାଇଁ କାମ କରି ଆସିଥିଲେ ଚର୍ଚ୍ଚାକୁ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri