ଅଜୀର୍ଣ୍ଣ ସମସ୍ୟାର ଘରୋଇ ଉପଚାର

ବିଭିନ୍ନ ପ୍ରକାର ଖାଦ୍ୟ ଆବଶ୍ୟକତା ଠାରୁ ଅଧିକ ପରିମାଣରେ ଖାଇଲେ, ଖାଇବା ଅନୁସାରେ ପାଣି ନ ପିଇଲେ, ଅଜୀର୍ଣ୍ଣ ସମସ୍ୟା ଦେଖାଦେଇଥାଏ। ଏପରି କେତେକ
ଘରୋଇ ଉପଚାର ରହିଛି ଯାହାକୁ ଆପଣ ଅନୁସରଣ କରିପାରନ୍ତି…
କେତେକ ଖାଦ୍ୟ ରହିଛି ଯାହା ଅଜୀର୍ଣ୍ଣ ସମସ୍ୟା ସୃଷ୍ଟି କରିଥାଏ। ତେବେ ସେପରି ଖାଦ୍ୟଠାରୁ ନିଜକୁ ଯେତେ ସମ୍ଭବ ଦୂରେଇ ରଖନ୍ତୁ। ବିଶେଷଭାବରେ ଗୁରୁପାକ ଖାଦ୍ୟ, ମସଲାଯୁକ୍ତ ଖାଦ୍ୟ ଯେତେ କମ୍‌ ଖାଇବେ ତାହା ସେତେ ଭଲ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଖାଦ୍ୟପେୟର ଟାଇମଟେବୁଲ ପ୍ରସ୍ତୁତ କରନ୍ତୁ। ଏକାଥରେ ପୁଳାଏ ଖାଦ୍ୟ ନ ଖାଇ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଅଳ୍ପ ଅଳ୍ପ ଖାଦ୍ୟ ଖାଆନ୍ତୁ।
ସମୟ ଖାଲି ପେଟରେ ରୁହନ୍ତୁ ନାହିଁ। ଠିକ୍‌ ସମୟରେ ଯେତିକି ଖାଇବା କଥା ସେତିକି ଖାଆନ୍ତୁ।
ସମୟରେ ରାତ୍ରଭୋଜନ କରନ୍ତୁ ନାହିଁ। କାରଣ ଏହାଦ୍ୱାରା ଖାଦ୍ୟ ସଠିକ ଭାବରେ ହଜମ ହୋଇ ନ ଥାଏ।
ଶୋଇବାର ଅତିକମ୍‌ରେ ଦୁଇ ଘଣ୍ଟା ପୂର୍ବରୁ ରାତ୍ରଭୋଜନ ଶେଷ କରନ୍ତୁ। ଏଥିରେ ଏପରି ଖାଦ୍ୟ ଖାଆନ୍ତୁ, ଯାହା ସହଜରେ ହଜମ ହୋଇ ପାରୁଥିବ।
ହୋଇ ଖାଆନ୍ତୁ ନାହିଁ। ଖାଦ୍ୟକୁ ଭଲ ଭାବରେ ଚୋବାଇ ଖାଆନ୍ତୁ।
ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଲା ନିଜର ଓଜନକୁ ସବୁବେଳେ ସନ୍ତୁଳିତ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ

ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର...

ହ୍ୟାଣ୍ଡଲୁମ୍‌ ଫ୍ୟାଶନ: କମ୍ଫର୍ଟେବଲ୍‌ ସହ ମିଳିବ ଷ୍ଟାଇଲିଶ୍‌ ଲୁକ୍‌

ଗୋଟେ ପଟେ ଅସହ୍ୟ ଗରମ ତ ଆଉ ଗୋଟେ ପଟେ ଫ୍ୟାଶନ । କେଉଁଭଳି ଆଉଟ୍‌ଫିଟ୍‌ ବାଛିଲେ କମ୍ଫର୍ଟେବଲ୍‌ ଲାଗିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି...

ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର

ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍‌ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍‌ମା ଏଭଳି ଏକ ରୋଗ ଯାହା...

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ...

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ...

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ...

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri