Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
ଗତକାଲିଠାରୁ ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡି କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ପାଖ,ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମାଧାନ କରିବେ।
ବୃଷ
ବୃଷ

କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।

ମିଥୁନ
ମିଥୁନ
ନିଜ ସମ୍ପର୍କୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ଅଫିସରେ ପରସ୍ପର ଗୋଡଟଣା ଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇ ଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସୀ ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଅଶ୍ଳେଷା ନକ୍ଷତ୍ର ସକାଶେ ଆତ୍ମୀୟ ମାନଙ୍କ ଅସହଯୋଗ କାର୍ଯ୍ୟହାନିର କାରଣ ହୋଇପାରେ।
ସି˚ହ
ସି˚ହ
ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିବେ। ମଘା ନକ୍ଷତ୍ରର ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କୌଣସି କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
କନ୍ୟା
ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି। ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି କୌଶଳରେ କାମ ହାସଲ କରି ଯେତିକି ଖୁସୀ ହେବେ, ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖୀ ହୋଇପାରନ୍ତି। ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ।
ବିଛା
ବିଛା
କାର୍ଯ୍ୟହାସଲ ସକାଶେ ବହୁତ ଝଡଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ। ଭୁଲ୍‌ ବୁଝାମଣା କାରଣରୁ ଅନ୍ୟମାନଙ୍କ ସହ ସୁସମ୍ପର୍କରେ ବାଧା ଉପୁଜିବ। ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବା ହେତୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। କିନ୍ତୁ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ। ଜମିଜମା, ଗୃହ କିମ୍ବା ଯାନ୍ତ୍ରିକ ଜିନିଷ କିଣାବିକା କ୍ଷେତ୍ରରେ
ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର

ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ। ପୁରାତନ ରୋଗ ପୀଡା, ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି। ବନ୍ଧୁଙ୍କ ସହାୟତା ନେଇ ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।

କୁମ୍ଭ
କୁମ୍ଭ
ଦିନଟି ବହୁତ ଭଲ ଏପରି କି ବାଣିଜ୍ୟ, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରୁ ସୁଫଳ ମିଳିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ଘରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ଲାଗିରହିଥିବା ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟରେ ଭାଗୁଆଳିମାନଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। ଧାତୁ, ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri