Posted inଫୁରସତ

ପବଜୀର ହେଲା ଅନ୍ତିମ ଯାତ୍ରା: କାନ୍ଦିଲେ, ଏମିତି କହିଲେ ଖେଳାଳି…

ଭାରତ ସରକାର ପବ୍‌ଜୀ ଖେଳ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ପବଜୀ ନିଷେଧ ହେବା ପରଠାରୁ ଭାରତୀୟ ପ୍ରଶଂସକମାନେ ଦୁଃଖୀ ହୋଇପଡିଛନ୍ତି। ନିକଟରେ ସୋସିଆଲ ମିଡିଆରେ ଭାଇରାଲ ଏକ ଭିଡିଓରୁ ଏହା ସ୍ପଷ୍ଟ ବାରିହୋଇ ପଡ଼ୁଛି। ୩୫ ସେକେଣ୍ଡର ଏହି ଭିଡିଓରେ ଖେଳାଳିମାନେ କାନ୍ଦି କାନ୍ଦି ଏହି ଖେଳର ଅନ୍ତିମ ଯାତ୍ରା କରାଉଛନ୍ତି। ପବ୍‌ଜୀ ଗେମ୍‌ରେ ଖେଳାଳୀମାନେ ଫୁଳ ହାର ଚଢ଼ାଇବା ସହ ଆନ୍ତିମ ଯାତ୍ରା କରି ‘ରାମ ନାମ ସତ୍ୟ ହୈ’ ବଦଳରେ ‘ଓ୍ବିନର ଓ୍ବିନର ଚିକେନ ଡିନର’ କହୁଛନ୍ତି।
ଭିଡିଓରେ ଖେଳାଳିମାନେ ଧଳା ରଙ୍ଗର ପୋଷାକ ବିନ୍ଧିଥିବା ଦେଖିବାକୁ ମିଳୁଛି। ଏଥିରେ ଜଣେ କହୁଛନ୍ତି, କାଲି ପର୍ଯ୍ୟନ୍ତ ସବୁ ଠିକ୍‌ ଥିଲା, ଆଜି କ’ଣ ହୋଇଛି କେଜାଣି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri