ମହାକାଳପଡ଼ା,୯ା୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତ ତେନ୍ତୁଳିକନ୍ଧା ଗ୍ରାମର ସନ୍ତୋଷ ସ୍ବାଇଁ(୫୨), ତାଙ୍କ ସ୍ତ୍ରୀ ମମତା (୪୫) ବୁଧବାର ବିଲକୁ ଚାଷକାମ କରିବାକୁ ଯାଉଥିବା ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ ବାର୍ହା ଆକ୍ରମଣ କରିଥିଲା। ଏଥିରେ ଉଭୟ ସ୍ବାମୀ-ସ୍ତ୍ରୀ ଆହତ ହୋଇଥିଲେ। ତାଙ୍କୁ ମହାକାଳପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ଅପରପକ୍ଷରେ ଆକ୍ରମଣ କରିଥିବା ବାର୍ହାକୁ କିଛି ଦୁର୍ବୃତ୍ତ ମାରି ତା’ର ମାଂସ ନେଇଯାଇଥିଲେ। ଖବର ପାଇ ମହାକାଳପଡ଼ା ବନାଞ୍ଚଳ କର୍ମଚାରୀ ଘଟଣାସ୍ଥଳରୁ ୫୦ କେଜି ବାର୍ହା ମାଂସ ଜବତ କରିଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ବନାଞ୍ଚଳ ଅଧିକାରୀ ସାହାଜୀ ଚରଣ ବିଶ୍ୱାଳ ସୂଚନା ଦେଇଛନ୍ତି।
ବାର୍ହା ଆକ୍ରମଣରେ ସ୍ତ୍ରୀ-ସ୍ବାମୀ ଆହତ, ଏହି ବାର୍ହା ମାରି ମାଂସ ନେବାକୁ ଦୁର୍ବୃତ୍ତଙ୍କ ଅପଚେଷ୍ଟା
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


